ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ…
ବେଜିଂ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଉଦ୍ୟମ ମଧ୍ୟ ଅବ୍ୟାହତ ରହିଛି। କରୋନା ସଂକ୍ରମଣ ଯୋଗୁ ଶ୍ୱାସନଳୀରେ…
ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି।…
ଭୋପାଳ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ…
ଭୁବନେଶ୍ୱର,୨୨ା୪ (ବ୍ୟୁରୋ): ରାଜଧାନୀରେ କଡ଼ା କଟକଣା ସତ୍ତ୍ୱେ ଚାଲିଛି ବେଆଇନ ମଦ ବେପାର। ଦାମୀ କାର୍ରେ ଛୋଟ ମଦୁଆଙ୍କଠାରୁ ଆରମ୍ଭ କରି ବଡ଼ବଡ଼ିଆଙ୍କୁ ଯୋଗାଯାଉଛି ମଦ। ଦାମୀ…
ଭୁବନେଶ୍ୱର,୨୨ା୪(ବ୍ୟୁରୋ): କୋଭିଡ୍-୧୯ ମୁକାବିଲାରେ ଅନ୍ୟତମ ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ଏଭଳି ଏକ ବିପଦ ସମୟରେ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଇବା ସହ ଜନସାଧାରଣଙ୍କୁ ଘରେ ରହି…
ଭୁବନେଶ୍ୱର,୨୨ା୪(ବ୍ୟୁରୋ) କରୋନା ସଂକ୍ରମଣ ଭୟ କେତେକ ଖରାପ ଅଭ୍ୟାସ ଛାଡିବାକୁ ମଣିଷକୁ ବାଧ୍ୟ କରିଛି। ଛେପ ଓ ଖଙ୍କାର ଦ୍ୱାରା ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ରହିଛି।…
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ…
ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଆଜାଦ୍ପୁର ମଣ୍ଡିରେ କରୋନା ସଂକ୍ରମଣରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ଫଳରେ ସ୍ଥାନୀୟ…
ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟକୁ ଉତ୍ତପ୍ତ କରିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ଝଡବର୍ଷା ଯୋଗୁ ମଙ୍ଗଳବାର ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ…