Home Left

ପାକ୍‌ ଭିଜା ଥିବା ୨୧୮ କଶ୍ମୀର ଯୁବକ ନିଖୋଜ

ନୂଆଦିଲ୍ଲୀ, ୨୭ା୬: ଜମ୍ମୁ-କଶ୍ମୀରର ୨୧୮ ଯୁବକଙ୍କ ପତ୍ତା ମିଳୁନି। ୨୦୧୭ ଜାନୁୟାରୀରୁ ପାକିସ୍ତାନ ହାଇକମିଶନ ପକ୍ଷରୁ ଜମ୍ମୁ-କଶ୍ମୀରର ୩୯୯ ଯୁବକଙ୍କୁ ଭିଜା ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ…

6 years ago

୧୮ ମାସର ଶିଶୁକୁ କରୋନା

ନିମାପଡ଼ା,୨୭ା୬(ଡି.ଏନ୍‌.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ…

6 years ago

ଭୁବନେଶ୍ୱର ପାଇଁ ଆଗକୁ ବଢ଼ିପାରେ ବିପଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତ ଓ ବସ୍ତି ସଂକ୍ରମଣ ଚିନ୍ତା ବଢ଼ାଇଲାଣି। ଦିନକୁ ଦିନ ଭୁବନେଶ୍ୱରରେ ସଂକ୍ରମଣ ମାଡ଼ୁଥିବାବେଳେ ବର୍ତ୍ତମାନର ସ୍ଥିତିରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ…

6 years ago

ଆତଙ୍କବାଦ ବିରୋଧରେ ପାକିସ୍ତାନ କ୍ୱଚିତ୍‌ ପଦକ୍ଷେପ ନେଉଛି

ଇସ୍‌ଲାମାବାଦ,୨୭ା୬: ଆଫଗାନିସ୍ତାନରେ ସକ୍ରିୟ ଥିବା ଦୁର୍ଦ୍ଧର୍ଷ ହକାନି ନେଟ୍‌ଓ୍ବର୍କ ସମେତ ଭାରତକୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ପାକିସ୍ତାନ କ୍ୱଚିତ୍‌ ପଦକ୍ଷେପ ନେଉଥିବା ଓ୍ବାଶିଂଟନ ପକ୍ଷରୁ…

6 years ago

ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ ଶେରଗଡ଼…

6 years ago

୪,୫୦୦ କୋଟି ଟଙ୍କାର ପ୍ରକଳ୍ପକୁ ଏଚ୍‌ପିସି ଅନୁମୋଦନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଗ୍ରାମ୍ୟ ରାସ୍ତା, ପୋଲ, ବିଦ୍ୟୁତୀକରଣ, ପାନୀୟଜଳ, ଆଡ଼ିବନ୍ଧ, ବ୍ୟାରେଜ ନିର୍ମାଣ, ଗ୍ରାମାଞ୍ଚଳ ଜୀବନଜୀବିକା ଉନ୍ନତୀକରଣ ଆଦି ୪,୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କର…

6 years ago

ଉତ୍ତପ୍ତ ହେଉଛି ଉତ୍ତର ମେରୁ

ମସ୍କୋ,୨୭ା୬: ଉତ୍ତର ମେରୁ ଅଞ୍ଚଳ (ଆର୍କ୍ଟିକ୍‌)ରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ବିଶ୍ୱର ଅନ୍ୟ ଭାଗରେ ଏହାର କିଭଳି ପ୍ରଭାବ ପଡ଼ିବ ତାକୁ ନେଇ ବୈଜ୍ଞାନିକମାନେ ଚିନ୍ତାରେ ପଡ଼ିଯାଇଛନ୍ତି।…

6 years ago

ଅଭିଜ୍ଞତାସମ୍ପନ୍ନ ଏସ୍‌ଓପି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳନୀତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ…

6 years ago

କରୋନା ଭୟ: ଘରର ବାଲକୋନୀକୁ ଶୁଟିଂ ସେଟ୍‌ କରିଦେଲେଣି ଏହି ଅଭିନେତା

ବମ୍ବେ: କରୋନା କାଳରେ ଧିରେ ଧିରେ ଜନଜୀବନ ସ୍ବାଭାବିକ ହେବାରେ ଲାଗିଛି। ଏଣୁ ଚଳଚ୍ଚିତ୍ର, ବିଜ୍ଞାପନ ଆଦିର ଶୁଟିଂ ବନ୍ଦ କରି ଘରେ ବସିଥିବା କଳାକାରମାନେ ପୁଣିରେ…

6 years ago

ପଡ଼ୋଶୀଙ୍କୁ ସମ୍ଭାଳିବାକୁ ପଡ଼ିବ

ନୂଆଦିଲ୍ଲୀ,୨୭ା୬: ଚାଇନା ସହ ସୀମା ବିବାଦ ବଢ଼ୁଥିବାବେଳେ ଏହି ସଙ୍କଟରୁ ଫାଇଦା ଉଠାଇବା ପାଇଁ ଭାରତକୁ ସମସ୍ତ ସମ୍ଭାବ୍ୟ ରଣନୈତିକ ବିକଳ୍ପ ଉପରେ ଚିନ୍ତା କରିବାକୁ ହେବ।…

6 years ago