ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ମୁକାବିଲା ଓ ରାଜଧାନୀକୁ ସଂକ୍ରମଣମୁକ୍ତ ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ରାପିଡ୍ ଟେଷ୍ଟ ରବିବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି।…
ଭୁବନେଶ୍ୱର,୨୦।୪(ବ୍ୟୁରୋ): କୌଣସି ରାଜ୍ୟର ଜନସଂଖ୍ୟା ସେହି ରାଜ୍ୟର ଲୋକଙ୍କ ଜନ୍ମ ଏବଂ ମୃତ୍ୟୁ ପଞ୍ଜୀକରଣ ସହ ସେଠାରେ ବାସ କରୁଥିବା ଅନ୍ୟ ସ୍ଥାନର ଲୋକଙ୍କ ଉପରେ ନିର୍ଭର…
ବଲାଙ୍ଗୀର ଅଫିସ, ୨୦ା୪: ଲକ୍ଡାଉନ୍ ଯୋଗୁ ବଲାଙ୍ଗୀର ଜିଲା ବୁଣାକାରମାନେ ସେମାନଙ୍କ ଜୀବନଜୀବିକା ନେଇ ଚିନ୍ତାରେ ପଡିଛନ୍ତି। ଲୋଇସିଂହା ବ୍ଲକ ଅନ୍ତର୍ଗତ ତାଲଜୁରୀ ଗ୍ରାମର ଶତାଧିକ ବୁଣାକାର…
ନୂଆଦିଲ୍ଲୀ,୨୦।୪: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ପରିବର୍ତ୍ତିତ ଆୟକର(ଆଇଟି) ରିଟର୍ନ ଫର୍ମ ଆଣିବା ଲାଗି ଆୟକର ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କୋଭିଡ୍ -୧୯ ପାଇଁ ସରକାର…
ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍ଏମ୍ଏସ୍)ରେ ମାର୍ଚ୍ଚ…
ନୂଆଦିଲ୍ଲୀ,୨୦।୪: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ପକ୍ଷରୁ ବର୍ତ୍ତମାନ ଅନିର୍ଦ୍ଦିଷ୍ଟ ସମୟ ଲାଗି ବୁକିଂ ବନ୍ଦ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ପରାମର୍ଶ…
ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା କର୍ମଚାରୀଙ୍କ…
ବରଗଡ଼ ଅଫିସ୍/ଅତାବିରା, ୨୦ା୪: ବରଗଡ଼ ଜିଲା ଅତାବିରା ବ୍ଲକ ଦୁଲମପୁରରୁ ଆନ୍ଧ୍ରପ୍ରଦେଶକୁ ଯିବା ପାଇଁ ଦିଆଯାଇଥିବା ଗାଡ଼ିପାସ୍ରେ ଲକ୍ ଡାଉନ କଟକଣା ଉଲ୍ଲଂଘନ ଘଟଣାକୁ ନେଇ ଚର୍ଚ୍ଚା…
ଭୁବନେଶ୍ୱର, ୨୦।୩(କ୍ରୀଡ଼ା ପ୍ରତିନିଧି)-ଦିନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କେବଳ ଚେସ କଥା ଭାବୁଥିବା ଗୁରୁ ସତ୍ୟରଞ୍ଜନ ପଟ୍ଟନାୟକ ଏବେ ଏହି ଗେମ୍କୁ ନେଇ ବେଶ୍ ଚିନ୍ତିତ। କରୋନା…
ରୂପ୍ସା, ୨୦।୪(ଡି.ଏନ.ଏ.)-ସମଗ୍ର ଦେଶ ଓ ରାଜ୍ୟବ୍ୟାପୀ କରୋନା ମୁକାବିଲା ପାଇଁ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ବହୁ…