Home Left

ବିଦ୍ୟୁତ ତାର ଲଗି ବୃଦ୍ଧଙ୍କ ଜୀବନ ଗଲା

ତିହିଡି,୧୭।୪(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡି ଥାନା ଅଧୀନ ବାହାବଳପୁର ଗ୍ରାମର ଦୀନବନ୍ଧୁ ବେହେରା(୮୧) ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ବାଡିରେ କାମ କରୁଥିବାବେଳେ…

6 years ago

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଚାଉଳ ମିଳିଲା

ଜହ୍ନାପଙ୍କ, ୧୭।୪ (ଡି.ଏନ.ଏ.): ବର୍ତ୍ତମାନ କରୋନା ପାଇଁ ଲକ୍‌ ଡାଉନ ଯୋଗୁ କାମ ଧନ୍ଦା ଠପ୍‌ ହୋଇଯାଇଛି । ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଉପଭୋକ୍ତାଙ୍କୁ…

6 years ago

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ କରିବା…

6 years ago

ରୋହିତ ସେଟ୍ଟୀଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ…

6 years ago

ଜାହ୍ନବୀ-ଖୁସିଙ୍କ ପ୍ରଥମ ଟିକ୍‌-ଟକ୍‌ ଭିଡିଓ

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ଜାରି ହୋଇଛି। ସବୁଲୋକ ଏକପ୍ରକାର ବନ୍ଦହୋଇ ରହିଥିବାବେଳେ ବଲିଉଡ୍‌ ତାରକାମାନେ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଏହି ସମୟକୁ ସମସ୍ତେ ଭିନ୍ନ…

6 years ago

ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା…

6 years ago

କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର ବିଭିନ୍ନ…

6 years ago

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ…

6 years ago

ଲକ୍‌ଡାଉନ୍‌ରେ ଫସିଛନ୍ତି ବିଶ୍ୱ ଭ୍ରମଣରେ ବାହାରିଥିବା ଦମ୍ପତି : କାର୍‌କୁ କରିଛନ୍ତି ଘର

ଓ୍ବାଶିଂଟନ୍‌: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ କରାଯାଇଥିବା ଲକ୍‌ଡାଉନ୍‌ରେ ଅନେକ ଲୋକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏମିତି ସମୟରେ ଫସିଛନ୍ତି ଇଂଲଣ୍ଡର ଏକ ଦମ୍ପତି। ଏହି…

6 years ago

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ…

6 years ago