Home Left

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ ସହଯୋଗରେ…

6 years ago

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…

6 years ago

ଉତ୍ତରପ୍ରଦେଶରେ ୧୫ଟି ଜିଲାର ହଟ୍‌ସ୍ପଟ୍‌ ହେବ ସିଲ୍‌

ଲକ୍ଷ୍ନୌ,୮।୪: ମହାମାରୀ କରୋନା ସାରା ଦେଶରେ ସଙ୍କଟ ସୃଷ୍ଟି କରିଛି। ଦେଶର ବିଭିନ୍ନ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ…

6 years ago

ସଙ୍ଗରୋଧ ଗୃହକୁ ଗଲେ ୧୦ ଟ୍ରକ୍‌ ଚାଳକ

କୁଆଁରମୁଣ୍ଡା,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଯମୁନାନାକି ଛକରେ ୨ ଦିନ ଧରି ଅଟକି ରହିଥିବା ଟ୍ରକ୍‌ ଚାଳକମାନଙ୍କୁ ସଙ୍ଗରୋଧ…

6 years ago

ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ…

6 years ago

୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି।…

6 years ago

ଲକ୍‌ଡାଉନ୍‌ ବେଳେ ମାଲ୍‌ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍‌ କରିପାରିବେ: ସିପି

ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ…

6 years ago

ସିମନବାଡ଼ିରେ କୁଆପଥର ବୃଷ୍ଟି

ଦାରିଙ୍ଗବାଡ଼ି,୮ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନରେ ପ୍ରବଳ କୁଆପଥର ବୃଷ୍ଟି ହୋଇଛି । ବର୍ଷା ଯୋଗୁ ଏକାଧିକ…

6 years ago

ଅଭିନେତ୍ରୀ ଶେଫାଳୀଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ୍‌ ହ୍ୟାକ୍‌ : କରୋନାରେ ଆକ୍ରାନ୍ତ ଥିବା ଏଥିରେ ସୂଚନା

ମୁମ୍ବାଇ : ହଲିଉଡ୍‌ ପରେ ଏବେ ବଲିଉଡ୍‌ରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପୂର୍ବରୁ ଅଭିନେତ୍ରୀ କନିକା କପୁର ଏବଂ ପ୍ରଯୋଜକ କରୀମ ମୋରାନୀଙ୍କ…

6 years ago

ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍‌

ଛତ୍ରପୁର, ୮ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍‌ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ…

6 years ago