Home Left

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ,…

6 years ago

କରୋନାରେ ସଂକ୍ରମିତ ହେଲେ ପୋଲିସ ଅଧିକାରୀ

ଭୋପାଳ,୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକଡାଉନ୍‌ ଘୋଷଣା କରାଯିବା ସମୟରେ କିନ୍ତୁ କାର୍ଯ୍ୟରେ ହେଳା କରୁ ନାହାନ୍ତି ପୋଲିସ। ଡାକ୍ତର, ନର୍ସଙ୍କ ପରି ଏମାନେ…

6 years ago

କରୋନା ମୁକାବିଲା: ଜି.ଉଦୟଗିରି ବିଧାୟକ ଦେଲେ ୪୦ ଲକ୍ଷ

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ କନ୍ଧମାଳ ଜିଲାପ୍ରଶାସନକୁ ପ୍ରଚୁର ପାଣ୍ଠିର ଆବଶ୍ୟକତା ରହିଛି। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ତାଙ୍କ ଅତିରିକ୍ତ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ…

6 years ago

ଆହତ ସମ୍ବରକୁ ଚିକିତ୍ସା କରାଇଲା ବନ ବିଭାଗ

ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍‌ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର…

6 years ago

ଲକ୍‌ଡାଉନ୍‌ ବଢାଇବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ୨୧ ଦିନଆ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହି ଲକ୍‌ଡାଉନ ପୂରଣ ହେବାକୁ ଆଉ ମାତ୍ର ୭ ଦିନ…

6 years ago

ସଙ୍ଗରୋଧ ଗୃହରେ ଭୁବନେଶ୍ୱର ଫେରନ୍ତା

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୩ ପରିବାରର ପ୍ରାୟ ୧୪ ଜଣ ଗଁାରେ ପହଞ୍ଚତ୍ଛନ୍ତି। ଦାରିଙ୍ଗବାଡ଼ିର ଡବେରୀ ଗ୍ରାମଠାରେ ପହଞ୍ଚତ୍ବା ପରେ ଦାରିଙ୍ଗବାଡ଼ି…

6 years ago

ବିନା ଭକ୍ତରେ ସରିଲା ତାରାତାରିଣୀଙ୍କ ଚୈତ୍ରଯାତ୍ରା

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ତଥା ଓଡିଶାର ପ୍ରସିଦ୍ଧ ଦୈବିପୀଠ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଗଞ୍ଜାମ ଜିଲାପାଳ…

6 years ago

ଲକ୍‌ଡାଉନ୍‌: ପରିବାର ସହ ଗେମ୍‌ ଖେଳୁଛନ୍ତି ବିରୁଷ୍କା

ମୁମ୍ବାଇ,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଫିଲ୍ମ…

6 years ago

ତବଲିଘ୍‌ ଜମାତର ୨୦ ହଜାର ଲୋକଙ୍କୁ କ୍ୱାରାଣ୍ଟାଇନ୍‌ କଲା ପାକିସ୍ତାନ

ଇସଲାମାବାଦ୍‌,୭।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶରେ ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩ ହଜାର…

6 years ago

ଏମକେସିଜିରେ ଭୁବନେଶ୍ୱର ଫେରନ୍ତା କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୭ା୪- କରୋନା ମହାମାରୀର ପ୍ରକୋପ ଦିନକୁ ଦିନ ଓଡ଼ିଶାରେ ବଢିବାକୁ ଲାଗିଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚତ୍ଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ଭରସାଯୋଗ୍ୟ…

6 years ago