ଭୁବନେଶ୍ୱର,୧।୪(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ୍: ରାଜ୍ୟର ସବୁ ଜିଲାରେ କୋଭିଡ୍-୧୯ ହସ୍ପିଟାଲ ସ୍ଥାପନ ହେବ। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବ। ଏନେଇ…
ନୂଆଦିଲ୍ଲୀ,୧ା୪(ପି.ଟି.): ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ତବଲିଘି ଜମାତ୍ ମୁଖ୍ୟାଳୟ କରୋନା ସଂକ୍ରମଣର ହଟ୍ସ୍ପଟ ପାଲଟିଥିବାବେଳେ ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଲକ୍ଡାଉନ ଘୋଷଣା…
ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା କଟକଣାରେ ସମସ୍ତ ଜୀବଜଗତ ପ୍ରଭାବିତ। ଏଭଳିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ତେବେ ବୁଲା ଜୀବଜନ୍ତୁ,…
ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍ଠାରେ ହୋଇଥିବା ମୁସଲମାନ୍ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ…
ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଭାଇରସ୍କୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ସମୟରେ ସାଧାରଣ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକ…
ନୂଆଦିଲ୍ଲୀ,୧। ୪: ସବୁ ଟଙ୍କା ଫେରାଇବାକୁ ପ୍ରସ୍ତୁତ ବୋଲି ପଳାତକ ଘୋଷିତ ବିଜୟ ମାଲ୍ୟା ଟୁଇଟ ଯୋଗେ କହିଛନ୍ତି। ସେ କହିଛନ୍ତି, କିଙ୍ଗଫିସର ଏୟାର ଲାଇନ ଲାଗି…
ନୂଆଦିଲ୍ଲୀ,୧। ୪: ମାସ ବଦଳିବା ସହ ପହିଲାରୁ କିଛି କିଛି ନୂଆ ନିୟମ ଏବଂ ସୁବିଧା କାର୍ଯ୍ୟକାରୀ ହୋଇଥାଏ। ସେହିଭଳି ଏପ୍ରିଲ ୧ରୁ ନୂଆ ଆର୍ଥତ୍କ ବର୍ଷ…
ଆସିକା,୩୧ା୩ (ଡି.ଏନ୍.ଏ.): ଲକ୍ଡାଉନ୍ ଲାଗି ଆସିକା ଏନ୍ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ…
ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ…
ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ…