Home Left

ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ…

6 years ago

କରୋନା ମୁକାବିଲା ଲାଗି ଜୀଉରା ଗ୍ରାମରେ ସଚେତନତା ବୈଠକ

ପାଟପୁର,୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜୀଉରା ଗ୍ରାମ ହାଇସ୍କୁଲ ପରିସରରେ କରୋନା ମୁକାବିଲା ଲାଗି ବୁଧବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ…

6 years ago

ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ ବୁଧବାର…

6 years ago

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ…

6 years ago

ଲକ୍‌ଡାଉନ୍‌ ପରେ ହଷ୍ଟେଲ୍‌ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ

ରାଇକିଆ,୨୫।୩(ଡି.ଏନ୍‌.ଏ.): ସାରା ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ…

6 years ago

ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ…

6 years ago

ଗ୍ରାହକଙ୍କ ଭିଡ଼ ଦେଖି ଦର ବୃଦ୍ଧି କରୁଛନ୍ତି ଦୋକାନୀ

ଆରଡ଼ି,୨୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ କରୋନା କଟକଣା ଦେଖିବାକୁ ମିଳୁନାହିଁା ସାରା ଜିଲା ଲକ୍‌ଡାଉନ ଘୋଷଣା ପରେ ବି ପଡୋଶୀ ଯାଜପୁର, କେନ୍ଦ୍ରାପଡା ଜିଲାର କିଛି…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ…

6 years ago

ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା…

6 years ago

ଆଇନଜୀବୀ, ଭାଜପା ଯୁବ ନେତାଙ୍କୁ ପୋଲିସର ମାଡ଼: ଏସ୍‌ଆଇଙ୍କ ବିରୋଧରେ ଦୁଇ ପୃଥକ୍‌ ମାମଲା

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ରାମଚନ୍ଦ୍ରପୁର ଥାନା ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ମାମଲା ରୁଜୁ ହୋଇଛି। ଆନନ୍ଦପୁର ଥାନା…

6 years ago