Home Left

କୋଭିଡ୍‌ ଡ୍ୟୁଟି ଲେଖି କାରରେ ଗଞ୍ଜେଇ ଚାଲାଣ, ଜଣେ ଗିରଫ

ରାଇକିଆ,୨୫ା୪(ଡି.ଏନ୍‌.ଏ.)- ରାଇକିଆ ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣକୁ ଗିରଫ କରିଛି । ଶନିବାର ଭୋରରୁ ପେଟ୍ରୋଲିଂବେଳେ ସନ୍ଦେହରେ କୋଭିଡ ଡ୍ୟୁଟି ଲେଖାଥିବା ଏକ କାର୍‌କୁ…

6 years ago

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଅଭିଯୁକ୍ତମାନଙ୍କୁ…

6 years ago

ଅବକାରୀ ଧରପଗଡବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ: ୬ ପୋଲିସ କର୍ମଚାରୀ ଆହତ,୧୨ ଗିରଫ

ପୋଲସରା,୨୫ା୪(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତସ୍ଥିତ ବଡ଼ତଇଲା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବେଆଇନଭାବେ ମଦ ରନ୍ଧା ହେଉଥିବାବେଳେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ…

6 years ago

୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ…

6 years ago

ଫେରିବେ ୯୫୮୮, ଗ୍ରାମାଞ୍ଚଳରେ ସ୍ଥାନାଭାବ ଆଶଙ୍କା

ସୋନପୁର,୨୫।୪(ନି.ପ୍ର.): ମେ’ ୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ କଟକଣା ହଟିଲା ପରେ ଅନ୍ୟ ରାଜ୍ୟରେ ଫସି ରହିଥିବା ଛାତ୍ରୀଛାତ୍ର, ଚାକିରିଆ…

6 years ago

ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ  ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ ଟ୍ରାଭେଲ୍‌…

6 years ago

ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଗୁରୁତ୍ୱପୂର୍ଣ୍ଣ: ଏହିଦିନ ଆରମ୍ଭ ହୋଇଥିଲା ରଙ୍ଗୀନ ପ୍ରସାରଣ

ମୁମ୍ବାଇ: ଠିକ୍‌ ଆଜିର ଦିନ ଅର୍ଥାତ୍‌ ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୮୨ ମସିହାରେ ଏହି ଚ୍ୟାନେଲ ପ୍ରଥମେ ରଙ୍ଗୀନ ପ୍ରସାରଣ ପରୀକ୍ଷା ଆରମ୍ଭ…

6 years ago

ପାକ୍‌ ପୂର୍ବତନ ଅଧିନାୟିକା ସାନା ମୀରଙ୍କ ଅବସର

କରାଚି,୨୫।୪(ପି.ଟି.): ପାକିସ୍ତାନ ପୂର୍ବତନ ମହିଳା ଦଳ ଅଧିନାୟିକା ସାନା ମୀର ଅବସର ନେଇଛନ୍ତି। ଶନିବାର ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି ବୋଲି ଘୋଷଣା କରିଛନ୍ତି। ଫଳରେ…

6 years ago

୩୭ ସୀମାନ୍ତ ରାସ୍ତା ଉପରେ କଡ଼ା ନଜର

ଭୋଗରାଇ,୨୫।୪(ଡି.ଏନ.ଏ.)- ଓଡ଼ିଶାର କରୋନା ସଂକ୍ରମିତ ସଂଖ୍ୟା ଏକ ତୃତୀୟାଂଶ ପଶ୍ଚିମବଙ୍ଗରୁ ଲିଙ୍କ ହୋଇଥିବାର ପ୍ରକାଶ ପରେ ଗତ ଗୁରୁବାର ରାତି ୧୦ଟାରୁ ବାଲେଶ୍ୱର ଜିଲାକୁ ସଟ୍‌ଡାଉନ୍‌ ଘୋଷଣା…

6 years ago

ଖୁଣ୍ଟରୁ ପଡ଼ି ବିଦ୍ୟୁତ୍‌ କର୍ମଚାରୀ ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତର

ଦାରିଙ୍ଗବାଡ଼ି,୨୫।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ସିମନବାଡ଼ି ଘାଟିରେ ବିଦ୍ୟୁତ୍‌ ମରାମତିବେଳେ ଶୁକ୍ରବାର ଅପରାହ୍ନରେ ଜଣେ କର୍ମଚାରୀ ଖୁଣ୍ଟରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ସେହେଲେ କବିଚନ୍ଦ୍ର ଦଳବେହେରା।…

6 years ago