Home Left

ଆଇନ ଉଲ୍ଲଂଘନକାରୀଙ୍କୁ ଜଗୁଛି କ୍ୟାମେରା

କଟକ ଅଫିସ,୧୮ା୩: କଟକ ସହରର କୌଣସି ଛକରେ ଏବେ ଟ୍ରାଫିକ ପୋଲିସ ଗାଡି ଚାଳକଙ୍କୁ ଅଟକାଉନି। ଆଇନ ଉଲ୍ଲଂଘନକାରୀମାନେ ବେଧଡକ ଭାବେ ଗାଡି ଚାଳନା କରୁଛନ୍ତି। ତଥାପି…

6 years ago

ଅକ୍ଷମଙ୍କ ପାଇଁ ଉଦାହରଣ: ଦୃଷ୍ଟିହୀନ ଆଶିଷ ଏବେ ଅଧ୍ୟାପକ

କଟକ ଅଫିସ,୧୮ା୩: ଜନ୍ମରୁ ଦୃଷ୍ଟିହୀନ। ତଥାପି ଅକ୍ଷମତା ତାଙ୍କୁ ସଫଳତା ପଥରୁ ଦୂରେଇ ରଖିପାରିନି। ଅଗାଧ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ବଳରେ ସେ ଏବେ ରେଭେନ୍‌ଶା…

6 years ago

ସ୍କୁଲ୍‌ ଛୁଟି ବଢ଼ାଇଛି ଅଭିଭାବକଙ୍କ ଚିନ୍ତା

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାଇନାର ଉହାନରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ଭାରତ ସମେତ ୧୬୩ ରାଷ୍ଟ୍ରକୁ ଗ୍ରାସ କରିସାରିଲାଣି। ଓଡ଼ିଶାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ…

6 years ago

ଦୋକାନର ନାମ କରୋନା ଟେକ୍ସଟାଇଲ

କୋଚି,୧୮।୩: ଦେଶରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ କେରଳର ଜଣେ କପଡ଼ା ଦୋକାନୀ ତାଙ୍କ ଦୋକାନ ନାମ କରୋନା ଟେକ୍ସଟାଇଲ ରଖିଛନ୍ତି। ସ୍ଥାନୀୟ…

6 years ago

ୟୁନିଟ୍‌ ମ୍ୟାନେଜରଙ୍କୁ କରୋନା ସମ୍ପର୍କରେ ସଚେତନ: ପାନ୍ଥନିବାସ ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରିକଲା ଓଟିଡିସି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଣ୍ଟା ଭିଡ଼ିଛି। ଓଟିଡିସି ଦ୍ୱାରା ପରିଚାଳିତ ହୋଟେଲଗୁଡ଼ିକ ଲାଗି ମଙ୍ଗଳବାର ସ୍ବତନ୍ତ୍ର ଆଡ୍‌ଭାଇଜରି ଜାରି କରାଯାଇଛି।…

6 years ago

ଘରୋଇ ସିଟି ବସ୍‌, ମୋ ବସ୍‌ରେ କଟକଣା ଉଲ୍ଲଂଘନ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍‌ ପାଇଁ କଟକଣା ଜାରି କରାଯାଇଛି। ସିଟ୍‌ଠାରୁ ଅଧିକ ଯାତ୍ରୀ ନ…

6 years ago

ବାତିଲ ହୋଇନି ବିଇଡି ପରୀକ୍ଷା

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍‌ ପ୍ରତିକାରକୁ ନେଇ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ସହ ପରୀକ୍ଷାକୁ ମଧ୍ୟ ବାତିଲ କରିଦେଇଛନ୍ତି। କିନ୍ତୁ ରାଜ୍ୟ ବାହାର…

6 years ago

ରାଜଧାନୀରେ ଆମେରିକା ନିର୍ମିତ ବନ୍ଧୁକ

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ରାଜଧାନୀରେ ଚୋରା ପିସ୍ତଲ କାରବାର, ବନ୍ଧୁକ ମୁନରେ ଲୁଟ୍‌ପାଟ ଭଳି ଘଟଣା ବଢ଼ିଚାଲିଛି । ସୋମବାର ରାତିରେ ବୁଦ୍ଧପାର୍କ ନିକଟରେ କ୍ୟୁଏଟି ଓ ଚନ୍ଦ୍ରଶେଖରପୁର…

6 years ago

କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ ଦେଲେ ପୁରସ୍କାର ମିଳିବ ଲକ୍ଷେ ୭୫ ହଜାର: ମୋଦି

ନୂଆଦିଲ୍ଲୀ,୧୮।୩: କରୋନା ଭାରତରେ ଆତଙ୍କ ସୃଷ୍ଟି କରିଛି। ତେବେ ସରକାର ଏହାର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ…

6 years ago

ହୋର୍ଡିଂରେ ଖିଲାପକାରୀଙ୍କ ନାଁ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ବର୍ଷବର୍ଷ ଧରି ହୋଲଡିଂ ଟ୍ୟାକ୍ସ ଦେଇ ନ ଥିବା ୩୪୩ଜଣ ବଡ଼ ଖିଲାପକାରୀଙ୍କ ତାଲିକା ରାଜଧାନୀର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ହୋର୍ଡ଼ିଂରେ…

6 years ago