ଜେନେଭା,୧୫ା୩ : ୟୁରୋପ ଏବେ ମାରାତ୍ମକ କରୋନା ଭୂତାଣୁର ନୂଆ କେନ୍ଦ୍ରସ୍ଥଳ ପାଲଟିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଘୋଷଣା କରାଯାଇଛି। ଡବ୍ଲ୍ୟୁଏଚ୍ଓର ଏହି…
ଓ୍ବାଶିଂଟନ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୫୪୦୦ ଟପିଥିବାବେଳେ ପାଖାପାଖି ଦେଢ଼ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଲେଣି। ଏହା ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ଆଣିବାକୁ ଯାଉଛି। ଆମେରିକା…
ନୂଆଦିଲ୍ଲୀ,୧୫।୩: ଘରୋଇ ବ୍ୟାଙ୍କରେ ଜମା ଟଙ୍କା ସୁରକ୍ଷିତ ରହିଥିବା କହି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ରାଜ୍ୟଗୁଡିକୁ ଚିଠି ଲେଖିଥିଲା। ଘରୋଇ ବ୍ୟାଙ୍କରୁ ଟଙ୍କା ଉଠାଇ ନ ନେବାକୁ…
ଭୁବନ, ୧୫।୩(ଡି.ଏନ.ଏ.) - ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି।…
ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ - ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ…
ନୂଆଦିଲ୍ଲୀ,୧୫।୩: ଶନିବାର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ପରିଷଦ ବୈଠକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋବାଇଲ ଫୋନ୍ ଉପରେ ଜିଏସ୍ଟି ୧୨%ରୁ…
ବନ୍ତଳା, ୧୫ା୩(ଦିନେଶ ଦେହୁରୀ) - ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ…
ବ୍ରହ୍ମପୁର ଅଫିସ,୧୫ା୩ - କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର…
କେନ୍ଦୁଝର, ୧୫ା୩ (ସ୍ବ.ପ୍ର.)-ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା ‘କରୋନା’ ଭାଇରସକୁ ନେଇ ବିଭିନ୍ନ ସ୍ଥାନରେ କିଭଳି ଗୁଜବ ପ୍ରଚାରିତ ହେଉଛି ତାହାର ଏକ ନଜିର କେନ୍ଦୁଝର ଜିଲା ସଦରମହକୁମାସ୍ଥିତ…
ଭଣ୍ଡାରିପୋଖରୀ,୧୫।୩(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକେ ସୁବିଧାରେ ଯାତାୟାତ କରିବା ଲାଗି ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। କିନ୍ତୁ କେତେକ ସ୍ଥାନରେ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ରାସ୍ତା ନିର୍ମାଣ…