କଟକ ଅଫିସ, ୯ା୪: ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ…
ଗାନ୍ଧୀନଗର,୯ା୪(ଆଇଏଏନ୍ଏସ୍): ଗୁଜରାଟରେ କରୋନା ସଂକ୍ରମଣରେ ୧୪ ମାସର ଶିଶୁର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। କୋଭିଡ୍-୧୯ରେ ସଂକ୍ରମିତ…
ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର ପଦକ୍ଷେପ…
ମୁମ୍ବାଇ,୯ା୪: ମହାରାଷ୍ଟ୍ରରେ ଗୋଟିଏ ପଟେ ଲକ୍ଡାଉନ୍ ଅବଧି ବଢ଼ାଇବାର ସଙ୍କେତ ମିଳୁଥିବାବେଳେ ଅନ୍ୟପଟେ ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଚୌକି ଉପରେ ସଙ୍କଟର କଳାବାଦଲ ଘନେଇବାରେ ଲାଗିଛି।…
ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ…
କଟକ ଅଫିସ୍,୯ା୪: ପଟାପୋଲ ଅଞ୍ଚଳକୁ ସିଲ୍ କରିବା ପରେ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଉକ୍ତ ଅଞ୍ଚଳକୁ ବିଶୋଧନ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ନିୟମିତ ବିଶୋଧନ…
କଟକ ଅଫିସ୍,୯ା୪: ଆଇନ୍ଜୀବୀଙ୍କୁ ଆର୍ଥତ୍କ ସହାୟତା ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ଅଭିଯୋଗ। ହ୍ବାଟସ୍ଆପ୍ରେ ଏଭଳି ତଥ୍ୟ ପଠାଇ ଫସିଛନ୍ତି କୁଜଙ୍ଗ ଓକିଲ ସଂଘର ସାଧାରଣ ସମ୍ପାଦକ…
ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି ନ…
ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା ।…
ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ଚାଲିଛି। ବୁଧବାର ଲକ୍ଡାଉନକୁ ୧୫ଦିନ ବିତିଯାଇଛି। ଲକ୍ଡାଉନ…