Home Left

ଦିଲ୍ଲୀର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ଶାହା ଦିଅନ୍ତୁ ଇସ୍ତଫା କହିଲେ ସୋନିଆ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନିଜର…

6 years ago

ଭବାନୀପାଟଣା ଅର୍ବାନ ୟୁପି ଏଚ୍‌ସିକୁ ଏମ୍‌କ୍ୱାସ୍‌ ଟିମ୍‌ର ପରିଦର୍ଶନ

ଭବାନୀପାଟଣା,୨୬।୨(ଡି.ଏନ୍‌.ଏ.): ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଭବାନୀପାଟଣାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ଅର୍ବାନ ୟୁପି ଏଚ୍‌ସି)କୁ ଏମ୍‌କ୍ୱାସର ଦୁଇ ଜଣିଆ ସମୀକ୍ଷା ଟିମ୍‌ ପହଞ୍ଚତ୍ ଛନ୍ତି।…

6 years ago

କଳାହାଣ୍ଡିର ୨ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନରେ ଗିରଫ

ଭବାନୀପାଟଣା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୨ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନର ଜୟପୁରରୁ ଗିରଫ ହୋଇଛନ୍ତି। ସେମାନେ ହେଲେ ଭବାନୀପାଟଣା ସହରର ଅଭିଷେକ ଦାଶ ଓ ସମ୍ବିତ…

6 years ago

ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…

ଓ୍ବାଶିଂଟନ୍‌: ଏମିତି ଏକ ବିମାନ ରହିଛି, ଯାହାକୁ ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ କୁହାଯାଇଥାଏ। ଏହା ଆଉ କାହାର ନୁହେଁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିମାନ।…

6 years ago

କୋରିଆରୁ ଫେରିଥିବା ଯୁବକ ଭୀମସାରରେ ଭର୍ତ୍ତି: କରୋନା ଭାଇରସ୍‌ ସନ୍ଦେହ

ସମ୍ବଲପୁର, ୨୬।୨(ବ୍ୟୁରୋ): ବୁର୍ଲା ଭିମସାର ମେଡିକାଲରେ କରୋନା ଭାଇରସ୍‌ ସନ୍ଦେହରେ ଜଣେ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ଼ ଜିଲା ହେମଗିରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ଉକ୍ତ ଯୁବକ…

6 years ago

ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୋଇଥାଏ ଏହି ରୋଗ

ସିଷ୍ଟମିକ୍‌ ଲ୍ୟୁପସ୍‌ ଏରିଥୋମେଟୋସସ୍‌(ଏସ୍‌ଏଲ୍‌ଇ) ଏକ ଅଟୋ ଇମିନ୍ୟୁ ରୋଗ। ଯେଉଁଥିରେ ସ୍ବାସ୍ଥ୍ୟ ଖରାପ ହେବା ସହ ରୋଗର ସକ୍ରିୟତା ଅଲଗା ଅଲଗା ହୋଇଥାଏ। ଏହି ରୋଗ ହେଲେ…

6 years ago

ଫ୍ରାନ୍ସ୍‌ର ନୂଆ ରାଷ୍ଟ୍ରଦୂତ ହେଲେ ଜାଓ୍ବେଦ ଅଶରଫ୍‌

ନୂଆଦିଲ୍ଲୀ,୨୬।୨: ଫ୍ରାନ୍ସ୍‌ର ନୂଆ ରାଷ୍ଟ୍ରଦୂତ ଭାବେ ଜାଓ୍ବେଦ ଅଶରଫ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ୧୯୯୧ ବ୍ୟାଚ୍‌ ଭାରତୀୟ…

6 years ago

ପ୍ରଥମ ଥର ପାଇଁ ଡବଲ ରୋଲ୍‌ରେ ସିଦ୍ଧାର୍ଥ

୨୦୧୯ରେ ମୁକ୍ତିଲାଭ କରିଥିବା ସୁପରହିଟ୍‌ ତାମିଲ ଫିଲ୍ମ ‘ଥଣ୍ଡମ’ ର ହିନ୍ଦୀ ରିମେକ୍‌ ଖୁବ୍‌ଶୀଘ୍ର ନିର୍ମାଣ ହେବାକୁ ଯାଉଛି। ଏଥିରେ ପ୍ରମୁଖ ଚରିତ୍ରରେ ଅଭିନୟ କରିବେ ଅଭିନେତା…

6 years ago

ନିର୍ନ୍ଦ୍ୱନ୍ଦ୍ୱରେ ବିଜେଡି ସଭାପତି ନିର୍ବାଚିତ ହେଲେ ନବୀନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁଣି ଥରେ ବିଜୁ ଜନତା ଦଳ(ବିଜେଡି)ର ସଭାପତି ଭାବେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏଥିସହ ୮ମ ଥର ଲାଗି ନବୀନ…

6 years ago

ଗୋଟିଏ ଘରୁ ୩ ମୃତଦେହ ଉଦ୍ଧାର: ସ୍ତ୍ରୀ, ଝିଅଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଛତ୍ରପୁର, ୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପାଲିଆ ଛତ୍ରପୁର ମଝି ସାହିରେ ବୁଧବାର ଏକ ଦୁଃଖଦ ଘଟଣା ଘଟିିଛି। ଗୋଟିଏ ଘରୁ ୩ ଜଣଙ୍କ…

6 years ago