ଛତ୍ରପୁର,୧୪।୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ…
ଜମ୍ମୁ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭିଡିଓ କନଫରେନ୍ସିଂ ଜରିଆରେ ଜମ୍ମୁ-କଶ୍ମୀର ଜନ ସମ୍ବାଦ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଏବେ…
ସିଓଲ, ୧୪।୬: ଦକ୍ଷିଣକୋରିଆ ଉପରେ ଆକ୍ରମଣ କରିବା ଲାଗି ଉତ୍ତରକୋରିଆ କହିଛି। ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଭଉଣୀ କିମ୍ ୟୋ ଜୋଙ୍ଗ୍ ଏନେଇ…
ହାଇଦ୍ରାବାଦ,୧୪।୬: ତେଲେଙ୍ଗାନାର ରଙ୍ଗାରେଡ୍ଡୀରେ ଜଣେ କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାରରେ ପ୍ରାୟ ୨୫ଜଣ ପରିଜନ ଯୋଗ ଦେଇଥିଲେ। ଏବେ ଏମାନଙ୍କ ମଧ୍ୟରୁ ୧୯ ଜଣ କରୋନାରେ…
ଢେଙ୍କାନାଳ ଅଫିସ,୧୪ା୬: ୨ ମାସ ପରେ ଢେଙ୍କାନାଳ ସହରକୁ ପୁଣି କରୋନା ଫେରିଛି। ରବିବାର ସହରରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସହରସ୍ଥିତ କାରିଗର…
ଜୁନାଗଡ଼,୧୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି…
ବେଜିଂ, ୧୪।୬: କରୋନା ସଂକ୍ରମଣ ପୁଣି ଥରେ ଚାଇନାକୁ ଫେରିଛି। ବେଜିଂରେ ୫୩ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଏଠାକାର ବୃହତ…
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର…
ଭୋପାଳ,୧୪।୬: ମଧ୍ୟପ୍ରଦେଶରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଗାଁ ଗୁଡିକ ମଧ୍ୟ ବାଦ୍ ପଡି ନାହାନ୍ତି। ମିଳିଥିବା ସୂଚନାରୁ ଜଣାପଡିଛି…
ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର ୬,…