Home Left

ପ୍ରତି ଲକ୍‌ଡାଉନ ପରେ ବଢ଼ିଛି ଆକ୍ରାନ୍ତଙ୍କ ସଂଖ୍ୟା, ସରକାର ଗୋଟିଏ ପ୍ରକାର ଭୁଲ କରି ନୂଆ ପରିଣାମର ରଖୁଛନ୍ତି ଆଶା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୩।୬: ଦେଶରେ ଜାରି ହୋଇଥିବା ଲକ୍‌ଡାଉନ ନେଇ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଶନିବାର ରାହୁଲ ଗାନ୍ଧୀ…

6 years ago

କରୋନା ଟେଷ୍ଟ ବଢାଇବାକୁ ହେଲେ ଗାଇଡଲାଇନ୍‌ ବଦଳାଉ ଆଇସିଏମ୍‌ଆର୍‌: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଟେଷ୍ଟକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏମିତି ପ୍ରଶ୍ନର ଉତ୍ତର ଦେବାକୁ ଯାଇ…

6 years ago

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର ୩…

6 years ago

ଅଭିଷେକଙ୍କ ଟୁଇଟ ଦ୍ୱନ୍ଦରେ ପକାଇଲା ୟୁଜର୍ସଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ଫିଲ୍ମରେ ଅଭିନୟ କରିବା ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଭିଷେକଙ୍କ ଅଭିନୀତ ସାଇକ୍ଲୋଜିକାଲ କ୍ରାଇମ୍‌ ଥ୍ରିଲର…

6 years ago

ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ମହାରାଷ୍ଟ୍ରରେ…

6 years ago

୪୦ ଥର ରିଟେକ୍‌ ପରେ ବି ନୃତ୍ୟ କରିପାରି ନ ଥିଲେ ପ୍ରିୟଙ୍କା, ଶୁଣିବାକୁ ପଡ଼ିଥିଲା ଗାଳି

ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌ଠାରୁ ଆରମ୍ଭ କରି ହଲିଉଡ୍‌ ଫିଲ୍ମରେ କାମ କରିସାରିଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ଦିନ ରାତି ପରିଶ୍ରମ କରିବାକୁ ପଡ଼ିଛି।…

6 years ago

କୁନି ପ୍ରତିଭାଙ୍କ ପ୍ରଶଂସାରେ ହ୍ରିତିକ୍‌

ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫ୍‌ଙ୍କ ଫିଲ୍ମ ‘ଓ୍ବାର’ ରିଲିଜ୍‌ ହେବା ପରେ ଏହାର ଏକ ଗୀତ ଜୟ ଜୟ ଶିବ ଶଙ୍କର... ସୁପରହିଟ୍‌ ହୋଇଥିଲା। ଏହି…

6 years ago

କଣ୍ଟାବାଞ୍ଜିରେ ଶଟ୍‌ଡାଉନ ପ୍ରଭାବ: ପୋଲିସର କଡ଼ାକଡ଼ି ଯାଞ୍ଚ, ଅମାନିଆଙ୍କଠୁ ଆଦାୟ ହେଉଛି ଜରିମାନା

କଣ୍ଟାବାଞ୍ଜି,୧୩।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନିଆ ଶଟ୍‌ଡାଉନ ଘୋଷଣା…

6 years ago

୬୬ରୁଟ୍‌ରୁ ୨୦ରେ ଲୋକ ହେଉନାହାନ୍ତି, ବନ୍ଦ ହେବ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ: ମନ୍ତ୍ରୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ହେଉଛି। ହେଲେ ୬୬ରୁଟ୍‌ରୁ ୨୦ ରୁଟ୍‌ରେ ଲୋକ ହେଉ ନାହାନ୍ତି। ୨ରୁ ୩ ଜଣ ଲୋକ ହେଉଛନ୍ତି, ଅତି ବେଶିରେ…

6 years ago

୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶମିକଙ୍କ ଖାତାରେ ହଜାରେ ଲେଖାଏ ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଉତ୍ତରପ୍ରଦେଶ ସରକାର ଶନିବାର ୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୧୦ଲକ୍ଷ…

6 years ago