ସୋର, ୬ା୨(ଡି.ଏନ.ଏ)-ଗୁରୁବାର ଭୋର ସମୟରେ ସୋର ଥାନା ୧୬ ନଂ. ଜାତୀୟ ରାଜପଥ ତଳନଗର ବ୍ରିଜ୍ ନିକଟରେ ରାଜପଥ ପାର୍ଶ୍ୱରେ ଏକ ମାଛ ବୋଝେଇ ଟ୍ରକ୍ ଛିଡ଼ା…
କୋକ୍ରାଝର,୬।୨: ବୋଡୋ ସମସ୍ୟାର ବୁଝାମଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ଗସ୍ତ କରୁଛନ୍ତି। ଏନେଇ କୋକ୍ରାଝରରେ ଲୋକେ ବୁଝାମଣା ସଫଳ ହୋଇଥିବାରୁ ଖୁସିରେ ଦୀପ ଜାଳୁଛନ୍ତି।…
ଜାତିସଂଘ,୬।୨: ଭାରତ ବାଳିକା ଶିକ୍ଷାକ୍ଷେତ୍ରରେ ଧାର୍ଯ୍ୟ ଲକ୍ଷ୍ୟକୁ ପୂରଣ କରିବାରେ ସଫଳତା ହାସଲ କରିପାରିଛି। ଏହି କ୍ଷେତ୍ରରେ ଭାରତ ଯଥେଷ୍ଟ ଆଗୁଆ ରହିଛି ବୋଲି ୟୁନେସ୍କୋ ମହାନିର୍ଦ୍ଦେଶକ…
ଭଣ୍ଡାରିପୋଖରୀ, ୬।୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅତିରିକ୍ତ ତହସିଲଦାର ଶରତ ସ୍ବାଇଁ ଏବଂ ଆର୍ଆଇ ରାମନାରାୟଣ ସାମଲଙ୍କୁ ଗତ ସୋମବାର ମଞ୍ଜୁରିରୋଡ୍ ଆର୍ଆଇ ଅଫିସ୍ରେ ପଶି ବାଲିମାଫିଆ…
ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା ଭୂତାଣୁକୁ…
ରାଇକିଆ,୬ା୨(ଡ଼ି.ଏନ.ଏ)-ଗତ ଜାନୁୟାରୀ ୧୫ରୁ ନିଖୋଜ ଥିବା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଠାବ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଓ…
ଛତ୍ରପୁର,୬ା୨(ଡି.ଏନ.ଏ)-ଓଡିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଧାରଣା ଦିଆଯାଇଥିଲା। ପରେ ଜିଲା ଶ୍ରମ…
ଓ୍ବାଶିଂଟନ,୬।୨: ମହାକାଶରେ ଅଧିକ ଦିନ ରହି ରେକର୍ଡ କରିଥିବା ଆମେରିକାର ମହାକାଶ ଯାତ୍ରୀ କ୍ରିଷ୍ଟିନା କୋଚ୍ ପୃଥିବୀକୁ ଫେରିଛନ୍ତି। ସେ ମହାକାଶରେ ୩୨୮ ଦିନ ବିତାଇ ରେକର୍ଡ…
ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ଆତଙ୍କ ଜାରି ରହିଛି। ସେଠାରେ କିଛି ପାକିସ୍ତାନୀ ଛାତ୍ର ରହିଛନ୍ତି। ତେବେ ପାକିସ୍ତାନ ସେମାନଙ୍କୁ ସ୍ବଦେଶ ଆଣିବା ନେଇ କୌଣସି ପଦକ୍ଷେପ…
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ସେଲିବ୍ରିଟିଙ୍କୁ ପ୍ରଚାର କାର୍ଯ୍ୟରେ ଲଗାଯାଇଛି। ଏହି ମର୍ମରେ ଭାଜପା ପାଇଁ ପ୍ରଚାର…