Home Left

ଶପଥ ଗ୍ରହଣ ପରେ ମନଖୋଲି କଥା ହେବେ ଗୋଗୋଇ

ନୂଆଦିଲ୍ଲୀ,୧୭।୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

6 years ago

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା…

6 years ago

ଭିଡ କମାଇବାକୁ ବଢିଲା ଫ୍ଲାଟଫର୍ମ ଟିକେଟର ଦାମ

ମୁମ୍ବାଇ,୧୭।୩: କରୋନା ଭାଇରସକୁ ରୋକିବାକୁ ସରକାର କୌଣସି ସ୍ଥାନରେ ୫୦ ଜଣରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ପରାମର୍ଶ ଦେଇଛନ୍ତି। ଏପରି ସ୍ଥିତିରେ ରେଲଓ୍ବେ ଷ୍ଟେଶନରୁ…

6 years ago

ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ

ଇସ୍‌ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ କରୋନା…

6 years ago

ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦେଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକଭବନରେ ଆୟୋଜିତ…

6 years ago

ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ

ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର ଦ୍ୱାରସ୍ଥ…

6 years ago

ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍‌ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ…

6 years ago

କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ର…

6 years ago

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ…

6 years ago

କେଳୁଣି ମୁହାଣ ନିକଟରେ ଜାହାଜର ସଫି

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା କେଳୁଣି ମୁହାଣ ନିକଟ କେଉଟଜଙ୍ଗା ଗ୍ରାମ ନିକଟ ସମୁଦ୍ର କୂଳରେ ମଙ୍ଗଳବାର ଭୋରୁ ଏକ ଜାହାଜର ସଫି ଲାଗିଥିଲା। ଏହା ଦେଖି ସ୍ଥାନୀୟ…

6 years ago