Home Left

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ…

6 years ago

‘ପ୍ରୋତ୍ସାହନ ନ ମିଳିଲେ ବୁଡ଼ିଯିବ ଛଉନୃତ୍ୟ’

କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର।…

6 years ago

ଏସ୍‌ସିବିରେ ୨ ସ୍ବାଇନ୍‌ ଫ୍ଲୁ ସନ୍ଦିଗ୍ଧ

କଟକ ଅଫିସ,୧୪।୩: କଟକ ଏସ୍‌ସିବି ମେଡିକାଲରେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ…

6 years ago

ରାଜଧାନୀରେ ଡେରା ପକାଇଛନ୍ତି ଦେହଜୀବୀ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଦେହ ଦଲାଲମାନେ ରାଜଧାନୀକୁ ବାଂଲାଦେଶୀ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟରେ ଲଗାଉଛନ୍ତି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଅଞ୍ଜଳି ଦିଦି ଓରଫ ରୁକ୍‌ସାର୍‌ ବେଗମ୍‌୍‌ଙ୍କୁ ପୋଲିସ…

6 years ago

୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ…

6 years ago

ପ୍ୟାରିସ୍‌ ବେକେରି ମାଲିକ ଜୟନାରାୟଣ ଗିରଫ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବିବାଦରେ ଘେରି ରହିଥିବା ପ୍ୟାରିସ୍‌ ବେକେରି ପ୍ରତିଷ୍ଠାତା ଜୟନାରାୟଣ ପୂଜାପଣ୍ଡାଙ୍କୁ ନୟାପଲ୍ଲୀ ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କ ବିରୋଧରେ ଥିଲା ୧…

6 years ago

ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୩ ଗିରଫ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଖଣ୍ଡଗିରି ଥାନା ପୋଲିସ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରି,ଏହି ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ ଅଭିଯୁକ୍ତ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ…

6 years ago

ମହୁମାଛି ଆକ୍ରମଣ: ୨ ଛାତ୍ରୀ ଆହତ

ବାଙ୍କୀ,୧୪।୩ (ସ୍ବ.ପ୍ର.): ଡମପଡ଼ା ବ୍ଲକ ସିଂହନାଥପୁରର ବ୍ରହ୍ମେଇଁ ଠାକୁରାଣୀଙ୍କ ପୀଠରେ ଶୁକ୍ରବାର ମହୁମାଛି ଆକ୍ରମଣରେ ବାଙ୍କୀ କଲେଜ ଅର୍ଥନୀତି ବିଭାଗର ୨ ଛାତ୍ରୀ ଆହତ ହୋଇଛନ୍ତି। ସେମାନେ…

6 years ago

ଆବାସ ଯୋଜନାରେ ଅନିୟମିତତା: ଜିଆର୍‌ଏସ୍‌ ନିଲମ୍ବିତ

ତିର୍ତ୍ତୋଲ, ୧୪।୩ (ଡି.ଏନ୍‌.ଏ.):ଆବାସ ଯୋଜନାରେ ଅନିୟମିତତା ନେଇ ତିର୍ତ୍ତୋଲ ବ୍ଲକ ବିଷନପୁର ପଞ୍ଚାୟତ ଜିଆରଏସ୍‌ ତପୁ ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉକ୍ତ ପଞ୍ଚାୟତରେ କେତେଜଣ ଅଯୋଗ୍ୟ…

6 years ago

ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ୁଛି ଦେଉଳା ହାଟ

ଭୋଗରାଇ,୧୪।୩(ପ୍ରଦୀପ ଦାସ)- ପଶ୍ଚିମବଙ୍ଗ ସୀମାକୁ ଲାଗି ଥିବା ବାଲେଶ୍ୱର ଜିଲାର ଉପାନ୍ତ ଭୋଗରାଇ ବ୍ଲକ ଅଧୀନ ଦେଉଳା ହାଟ ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ିଆସିଛି। ଦୁଇଶହ…

6 years ago