ଭୋଗରାଇ, ୨୧।୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଓଡ଼ିଶା ସୀମାନ୍ତ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱରରେ ବ୍ୟାପକ କ୍ଷତି ହୋଇଛି। ଏହି ସାମୁଦ୍ରିକ ଝଡ଼ ବୁଧବାର ଅପରାହ୍ନରେ ବାଲେଶ୍ୱର ଅତିକ୍ରମ…
ଦିଗପହଣ୍ଡି,୨୧ା୫(ଡି.ଏନ୍.ଏ.)- କୋଭିଡ-୧୯ ନିୟମ ଉଲ୍ଲଘଂନ କରି ବ୍ୟବସାୟ କରୁଥିବା ଅଭିଯୋଗରେ ଦିଗପହଣ୍ଡି ବସ୍ଷ୍ଟାଣ୍ଡସ୍ଥିତ ରଥ ମେଡିସିନ ଷ୍ଟୋରକୁ ତହସିଲ ପ୍ରଶାସନ ପକ୍ଷରୁ ବୁଧବାର ସିଲ କରାଯାଇଛି। ଦିଗପହଣ୍ଡି…
କେନ୍ଦୁଝର, ୨୧।୫( ସ୍ବ.ପ୍ର.)-ଜିଲା ପ୍ରଶାସନ ଜାରି କଲା ନୂଆ ଗାଇଡ଼ ଲାଇନ। କଣ୍ଟେନମେଣ୍ଟ ଯୋନ ବାହାରେ କୋଭିଡ୧୯ ପାଇଁ ଥିବା କଟକଣା କୋହଳ କଲା। ଗ୍ରସୋରି, କ୍ଷୀର…
ନୂଆଦିଲ୍ଲୀ,୨୧।୫:କରୋନା ମହାମାରୀ ସଂକ୍ରମଣ ସମୟରେ ଦେଶର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇବା ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର…
ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣ ଭୟାବହତାକୁ ନଜରରେ ରଖି ସରକାର ଦେଶରେ ଘରୋଇ ଯାନବାହନ ଚଳାଇବା ଉପରେ ରୋକ ଲଗାଇଥିଲେ। ଫଳରେ କ୍ୟାବ୍ ସେବା ଯୋଗାଣକାରୀ କମ୍ପାନୀ…
ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି…
ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍ଡାଉନ ଘୋଷଣା…
ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ…
ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍-୧୯ ରିପୋର୍ଟ ପଜିଟିଭ୍ ଆସିଥିଲା। ଜିଲା ପ୍ରଶାସନର…
ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍…