ଲଣ୍ଡନ,୩୧-୧:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯିବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କ ବ୍ରେକ୍ଜିଟ ଚୁକ୍ତିକୁ…
ଫାରୁଖାବାଦ (ୟୁପି), ୩୧-୧(ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ଫାରୁଖାବାଦରେ ଜଣେ ଅପରାଧୀ ୨୦ ଜଣ ପିଲାଙ୍କୁ ନେଇ ବନ୍ଧକ ରଖିଥିବା ଜଣାପଡିଛି। ସେ ଜନ୍ମଦିନ ପାଳନ ପାଇଁ ପିଲାମାନଙ୍କୁ ଘରକୁ…
ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍)ରେ…
ନୂଆଦିଲ୍ଲୀ,୩୧-୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ୨୦୨୦-୨୧ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ବଜେଟ ଉପସ୍ଥାପନର ଦିନକ…
ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯…
ନୂଆଦିଲ୍ଲୀ,୩୧-୧: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟର ଅଧିବେଶନ ଆରମ୍ଭ ହେଉଛି। ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବା ପରେ ଫେବୃୟାରୀ ପହିଲାରେ ବଜେଟ…
ଭୁବନେଶ୍ୱର,୩୧-୧: ଇଣ୍ଡିଆନ୍ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ଦେଇଥିବା କର୍ମଚାରୀଙ୍କ ଲାଗି ୧୫% ବେତନ ବୃଦ୍ଧି ପ୍ରସ୍ତାବକୁ ବ୍ୟାଙ୍କ ସଂଘ ଅଗ୍ରାହ୍ୟ କରି ଦେଇଛନ୍ତି। ଫଳରେ ବ୍ୟାଙ୍କ କର୍ମଚାରୀମାନେ…
ମୁମ୍ବାଇ: ବଲିଉଡ୍ର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା ଶୁକ୍ରବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫ ଜାନୁୟାରୀ ୩୧ରେ ଶିମଲାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ…
ଆଜିକାଲି ଅଧିକାଂଶ ଲୋକ ଅଣ୍ଟା ଯନ୍ତ୍ରଣାକୁ ନେଇ ଚିନ୍ତିତ। କିନ୍ତୁ କିଛିଦିଗ ପ୍ରତି ଧ୍ୟାନ ଦେଲେ ଏହି ଯନ୍ତ୍ରଣାରୁ ମୁକ୍ତି ମିଳିବ। ଜାଣନ୍ତୁ ଏ ସମ୍ପର୍କରେ... -…
ଦହି ଶରୀର ପାଇଁ ବେଶ୍ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟ୍ରଲର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ଦ୍ବାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ…