Home Left

କରୋନା ବଢ଼ାଉଛି ମାନସିକ ଯନ୍ତ୍ରଣା

ଜାତିସଂଘ,୧୫।୫: କରୋନା ମହାମାରୀ ଯୋଗୁ ମାନସିକ ଯନ୍ତ୍ରଣା ବୃଦ୍ଧି ପାଉଥିବା ନେଇ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସତର୍କ କରାଇଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଦିଗରେ…

6 years ago

ବିଧାନ ପରିଷଦକୁ ଉଦ୍ଧବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ ପରିଷଦର…

6 years ago

ରାସ୍ତା ମଝିରେ ବାଘ

ହାଇଦ୍ରାବାଦ, ୧୫।୫: ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି ସରକାର ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଥିବା ବେଳେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଘଟଣା ଦେଖିବାକୁ ମିଳୁଛି।…

6 years ago

ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ…

6 years ago

ଦିନକରେ ଗଡ଼ିଲା ୯୨ ମୁଣ୍ଡ

ନୂଆଦିଲ୍ଲୀ, ୧୫।୫ : ପ୍ରାଣଘାତୀ କରୋନା ଭୂତାଣୁ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି। ଦେଶରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୮୧, ୬୫୮କୁ ବୃଦ୍ଧି ପାଇଥିବା…

6 years ago

ଦାଦନଙ୍କ ପାଇଁ କେନ୍ଦ୍ରର ଯୋଜନା: ଏକ ଦେଶ ଏକ ରାଶନ କାର୍ଡ

ନୂଆଦିଲ୍ଲୀ,୧୫।୫: କରୋନା ଭାଇରସ୍‌ ମୁକାବିଲା ପାଇଁ ଜାରି ଲକ୍‌ଡାଉନ୍‌ ଦେଶର ଅର୍ଥନୀତିକୁ ଉଜାଡ଼ିଦେଇଛି। ଏଥିଯୋଗୁ ସହରଗୁଡ଼ିକରେ ଜୀବିକା ହରାଇ ଗାଁମୁହାଁ ହୋଇଥିବା ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ସବୁଠୁ…

6 years ago

ସିମୁଳିଆ ବ୍ଲକରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ସିମୁଳିଆ,୧୫ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି ସ୍ଥାନୀୟ…

6 years ago

ଅର୍ଥାଭାବରୁ ପ୍ରବାସୀ ଶ୍ରମିକ ରେଳ ଯାତ୍ରାରୁ ବଞ୍ଚିତ ନ ହୁଅନ୍ତୁ : କର୍ନାଟକ ହାଇକୋର୍ଟ

ନୂଆଦିଲ୍ଲୀ,୧୫।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଫସି ରହିଛନ୍ତି। ଏପରି କି କାମଧନ୍ଦା ପାଉ ନ ଥିବାରୁ ଅନେକ ପ୍ରବାସୀ ଶ୍ରମିକ ଅର୍ଥାଭାବ ମଧ୍ୟ…

6 years ago

ଏଡ୍‌ସ ଆକ୍ରାନ୍ତଙ୍କ ଉପରେ କୋଭିଡ୍‌ ବିପତ୍ତି

ନୂଆଦିଲ୍ଲୀ: ଦୀର୍ଘ ୫ମାସ ହେଲା ପୃଥିବୀବାସୀଙ୍କୁ କଲବଲ କରୁଛି କରୋନା। ଏହାର ଭୟଙ୍କର ପ୍ରକୋପରେ ଆଣ୍ଠେଇବାକୁ ବାଧ୍ୟ ହୋଇଛନ୍ତି ଆମେରିକା, ରୁଷିଆ, ଜର୍ମାନୀ, ସ୍ପେନ୍‌, ବ୍ରିଟେନ୍‌ ଭଳି…

6 years ago

ପ୍ରଭାବିତ ହେବ ୪୮ ପ୍ରତିଶତ ଭାରତୀୟ ଛାତ୍ରଙ୍କ ବିଦେଶ ପଢ଼ା

ନୂଆଦିଲ୍ଲୀ,୧୫।୫(ପି.ଟି.): ବିଦେଶରେ ପାଠ ପଢ଼ିବାକୁ ଚାହୁଁଥିବା ୪୮ ପ୍ରତିଶତ ଭାରତୀୟ ଛାତ୍ରୀଛାତ୍ରଙ୍କ ନିଷ୍ପତ୍ତିକୁ କରୋନା ମହାମାରୀ ପ୍ରଭାବିତ କରିବ ବୋଲି ଜଣାପଡିଛି। ବିଶ୍ୱସ୍ତରରେ ଶିକ୍ଷାନୁଷ୍ଠାନଗୁଡ଼ିକର ର଼୍ୟାଙ୍କ ପ୍ରସ୍ତୁତ…

6 years ago