Home Left

ପ୍ରଭାବିତ ହେବ ୪୮ ପ୍ରତିଶତ ଭାରତୀୟ ଛାତ୍ରଙ୍କ ବିଦେଶ ପଢ଼ା

ନୂଆଦିଲ୍ଲୀ,୧୫।୫(ପି.ଟି.): ବିଦେଶରେ ପାଠ ପଢ଼ିବାକୁ ଚାହୁଁଥିବା ୪୮ ପ୍ରତିଶତ ଭାରତୀୟ ଛାତ୍ରୀଛାତ୍ରଙ୍କ ନିଷ୍ପତ୍ତିକୁ କରୋନା ମହାମାରୀ ପ୍ରଭାବିତ କରିବ ବୋଲି ଜଣାପଡିଛି। ବିଶ୍ୱସ୍ତରରେ ଶିକ୍ଷାନୁଷ୍ଠାନଗୁଡ଼ିକର ର଼୍ୟାଙ୍କ ପ୍ରସ୍ତୁତ…

6 years ago

ସରୁନି ଦାଦନ ଦୁର୍ଦ୍ଦିନ

ନୂଆଦିଲ୍ଲୀ,୧୫।୫: ମାର୍ଚ୍ଚ ୨୫ରେ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ର ଏବେ ତୃତୀୟ ପର୍ଯ୍ୟାୟ ଚାଲିଛି। ଏହି ତିନି ପଯର୍ର୍‌ୟାୟ ତାଲାବନ୍ଦ ମଧ୍ୟରେ ଉଜୁଡ଼ିଯାଇଛି ଅର୍ଥନୀତି ଓ ଏହା ସହ…

6 years ago

ବାଲେଶ୍ୱର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲା

ବାଲେଶ୍ୱର ଅଫିସ,୧୫ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା…

6 years ago

ପ୍ରବାସୀ ଶ୍ରମିକ, କୃଷକଙ୍କ ପାଇଁ ୩.୧୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପ୍ରାୟ ୩.୧୬ ଲକ୍ଷ କୋଟି ଟଙ୍କାର ଯୋଜନା ସମ୍ପର୍କରେ…

6 years ago

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକରେ ଆଉ ୬ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଛୁଇଁଛି। ଚି଼ହ୍ନଟ…

6 years ago

ଅନ୍ତର୍ଜାତୀୟ ପରିବାର ଦିବସ: ବିଶ୍ୱକୁ ନିଜ ପରିବାର ଭାବିବା ଜରୁରୀ

ଜାତିସଂଘ: ପ୍ରତିବର୍ଷ ମେ ମାସ ୧୫ ତାରିଖରେ ଅନ୍ତର୍ଜାତୀୟ ପରିବାର ଦିବସ ପାଳନ କରାଯାଇଥାଏ। ୧୯୯୩ ମସିହାରେ ଜାତିସଂଘ ସାଧାରଣ ପରିଷଦ ଦ୍ୱାରା ଏହି ଦିବସ ପାଳନ…

6 years ago

ଆଜି ତିନି ରଥରରେ ଚକ ଡେରା

ପୁରୀ ଅଫିସ,୧୪ା୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରାଯିବାର ବିଧି ରହିଛି। ଏଥିଲାଗି ରଥଖଳାରେ ତିନିରଥର…

6 years ago

ଆଜି ଶ୍ରୀକ୍ଷେତ୍ର ଭଉଁରୀ: ଶ୍ରୀମନ୍ଦିର ଭିତରେ ହେବ ବିଧି ରକ୍ଷା

ପୁରୀ ଅଫିସ,୧୫।୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ ଭଉଁରି…

6 years ago

ଜୁନ୍‌ ୩୦ ପର୍ଯ୍ୟନ୍ତ ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର,୧୫।୫(ବ୍ୟୁରୋ):ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସରୁୁ ଊର୍ଦ୍ଧ୍ୱ ହେବ ରେଳ ସେବା ବନ୍ଦ ରହିଛି। କେବଳ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନେବା ଆଣିବା କରିବା…

6 years ago

ସିବିଏସ୍‌ଇ ୯ମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିଲା ସୁଯୋଗ: ବିଫଳ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନ (ସିବିଏସ୍‌ଇ) ନବମ ଓ ଏକାଦଶ ପରୀକ୍ଷାରେ ଫେଲ୍‌ କିମ୍ବା ବଞ୍ଚତ୍ତ ହୋଇଥିବା ଛାତ୍ରୀଛାତ୍ରମାନେ ଆଉଥରେ ପରୀକ୍ଷା ଦେବାର ସୁଯୋଗ…

6 years ago