Home Left

ପରପାରିରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ

ଭୁବନେଶ୍ୱର, ୧୪।୫(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ସାଂସଦ, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା। ଭୁବନେଶ୍ୱର…

6 years ago

‘ଫେରନ୍ତା ସତର୍କ ରହିଲେ ସଂକ୍ରମଣ ହେବ ନାହିଁ’ : ବିମାନ, ରେଳରେ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ବାହାର ରାଜ୍ୟ ବା ଦେଶରୁ ଫେରୁଥିବା ପ୍ରବାସୀମାନେ ସମସ୍ତେ କରୋନା ପଜିଟିଭ୍‌ ନୁହନ୍ତି। ଯଦି ସେମାନେ ସଙ୍ଗରୋଧରେ ରହିବେ ଓ ସମସ୍ତ ସତର୍କତା ଅବଲମ୍ବନ…

6 years ago

ବାତ୍ୟା: ୧୮ରୁ ଉପକୂଳରେ ବର୍ଷା,ପବନ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ…

6 years ago

ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି

ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍‌ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ,…

6 years ago

କିମ୍ଭିରିଆପାଳରେ ୨ କରୋନା ପଜିଟିଭ୍‌:  ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମ ୨୪ ଘଣ୍ଟାଆ ସର୍ଟଡାଉନ

ବରୀ(ସ୍ବ.ପ୍ର.)/ରତ୍ନଗିରି, ୧୪।୫ (ଡି.ଏନ୍‌.ଏ): ବରୀ ବ୍ଲକ ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ଗୋବିନ୍ଦାବାଟି ଗ୍ରାମରୁ ଗୁରୁବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ଦୁଇ ଭାଇ…

6 years ago

ସରପଞ୍ଚଙ୍କ ସଟ୍‌ଡାଉନ୍‌ ନିଷ୍ପତ୍ତିକୁ ବ୍ଲକ ପ୍ରଶାସନର ନାଁ; କ୍ଷମତାର ଅପବ୍ୟବହାର କରୁଛନ୍ତି ସରପଞ୍ଚ

ଚଣ୍ଡିଖୋଲ୧୪।୫ (ଡି.ଏନ୍‌.ଏ.): ବଡଚଣା ବ୍ଲକ ଅଧୀନ ସୁଙ୍ଗୁଡା ପଞ୍ଚାୟତକୁ ୧୩ ତାରିଖ ସନ୍ଧ୍ୟା ୫ଟାରୁ ୪୮ ଘଣ୍ଟା ସଟ୍‌ଡାଉନ୍‌ କରିବାକୁ ସରପଞ୍ଚ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ…

6 years ago

କୃଷି କ୍ଷେତ୍ର ପାଇଁ ମିଳିବ ୮୬, ୬୦୦ କୋଟିର ଋଣ

ନୂଆଦିଲ୍ଲୀ, ୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତର ଅଧିନରେ ଘୋଷଣା ହୋଇଥିବା ଆର୍ଥିକ ପ୍ୟାକେଜରେ ଚାଷୀ…

6 years ago

୧୦ ଲକ୍ଷ ପ୍ରବାସୀ ଘରକୁ ଗଲେଣି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୫: ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ଲକ୍ଷ ପ୍ରବାସୀ ଟ୍ରେନ୍‌ ଯୋଗେ ନିଜ ନିଜ ଘରକୁ ଫେରିଛନ୍ତି। ଏଯାବତ୍‌ ରେଲଓ୍ବେ ୮୦୬ଟି ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇଲାଣି।…

6 years ago

ପ୍ରବାସୀ ଶ୍ରମିକଙ୍କୁ ମିଳିବ ୨ ମାସ ମାଗଣା ଖାଦ୍ୟ, ଭଡ଼ା ଘର ଯୋଜନା

ନୂଆଦିଲ୍ଲୀ, ୧୪।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା ଯୋଜନା…

6 years ago

‘ଇଂଲଣ୍ଡ ଗସ୍ତ ପାଇଁ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କୁ ବାଧ୍ୟ କରାଯିବନି’

ଲଣ୍ଡନ,୧୪।୫(ଏଏଫ୍‌ପି): ଇଂଲଣ୍ଡ ଗସ୍ତ କରିବାକୁ ଯଦି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ କୁଣ୍ଠିତ ହୁଅନ୍ତି, ତା’ହେଲେ ସେମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ଦେଶର ମୁଖ୍ୟ କାର୍ଯ୍ୟନିର୍ବାହୀ ଜନୀ ଗ୍ରେଭ୍‌…

6 years ago