Home Left

ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ…

6 years ago

ୟୁନିସେଫ୍‌ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ସୋସିଆଲ ମିଡ଼ିଆରେ ଭାଇରାଲ

ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ…

6 years ago

ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର, ୫ା୩(ବ୍ୟୁରୋ): କଟକ ମଧୁସୂଦନ ଲ’ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିଛି। କଲେଜ ବଦଳରେ ‘ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ’ରେ ପରିଣତ ହୋଇଥିବା ନେଇ ବୁଧବାର ଉଚ୍ଚଶିକ୍ଷା…

6 years ago

‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି

ଭୁବନେଶ୍ୱର,୫ା୩(ବ୍ୟୁରୋ): ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ…

6 years ago

ବରଗଡ଼ରେ ଟୋକନ ସମସ୍ୟା, ଧାନ ବିକ୍ରି କରି ପାରୁନାହାନ୍ତି ଚାଷୀ: ପଦ୍ମପୁର-ନୂଆପଡ଼ା ରାସ୍ତା ଅବରୋଧ କଲେ

ବରଗଡ଼ ଅଫିସ,୫।୩- ବରଗଡ ଜିଲାରେ ଧାନବିକ୍ରିକୁ ନେଇ ଟୋକନ ସମସ୍ୟା ଦୂର ହୋଇନାହିଁ। କେତେକ ଚାଷୀଙ୍କୁ ଟୋକନ ମିଳିଥିବା ସତ୍ତ୍ବେ ଧାନ ବିକ୍ରି କରି ପାରି ନ…

6 years ago

ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

6 years ago

ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର…

6 years ago

ବିଜୁବାବୁ ଓ ଓଡ଼ିଆ ଚଳଚ୍ଚିତ୍ର

ଜଣେ ଦୃଢ଼ମନା ରାଜନୀତିଜ୍ଞ ଏବଂ ଦକ୍ଷ ପ୍ରଶାସକ ଭାବେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କର ଯଥେଷ୍ଟ ଖ୍ୟାତି ରହିଛି। ଜୀବନର ଅନ୍ତିମ ମୁହୂର୍ତ୍ତ ପର୍ଯ୍ୟନ୍ତ ସେ ସକ୍ରିୟ ରାଜନିତୀରେ…

6 years ago

ମନୁଷ୍ୟଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ

ହଂକଂ,୫।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି। ଏମିତିକି ଶକ୍ତିଶାଳୀ ଦେଶ ଆମେରିକା ମଧ୍ୟ ଏବେ କରୋନା ଭାଇରସ…

6 years ago

ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି

କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା ଚର୍ଚ୍ଚାକୁ…

6 years ago