Home Left

କେତେ କୃତଘ୍ନ ହେବା

ଭୁବନେଶ୍ୱର, ୬।୫ (ଜିତେନ୍ଦ୍ର କୁମାର ନାୟକ): କରୋନା ଭାଇରସ୍‌ ସଂକ୍ରମଣରୁ ଦେଶକୁ ରକ୍ଷାକରିବା ପାଇଁ ଲକ୍‌ଡାଉନ୍‌ ଅବଧିକୁ ମେ’ ୧୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କିଛିଦିନ ହେବ…

6 years ago

ଆନ୍ଧ୍ରରେ ମହଙ୍ଗା ହେଲା ମଦ

ନୂଆଦିଲ୍ଲୀ, ୬ା୫: ଲକ୍‌ଡାଉନ୍‌ ଅବଧି ତୃତୀୟ ଥର ଲାଗି ବଢ଼ିଥିବା ବେଳେ ଆନ୍ଧ୍ରପ୍ରଦେଶରେ ମଦ ଦର ପୁଣି ୫୦% ମହଙ୍ଗା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର…

6 years ago

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି…

6 years ago

ବିବାଦରେ ପୁଲିଜର ପୁରସ୍କାର

ନୂଆଦିଲ୍ଲୀ,୬ା୫(ଆଇଏଏନ୍‌ଏସ୍‌): ଏକ ବିବାଦୀୟ ଘଟଣାକ୍ରମରେ ପୁଲିଜର ପ୍ରାଇଜ ବୋର୍ଡ କଶ୍ମୀର ଉପରେ ଭାରତର ବୈଧତାକୁ ନେଇ ପ୍ରଶ୍ନ ଉଠାଇଛି। ଏହି ଉପତ୍ୟକାକୁ ସ୍ବାଧୀନତାରୁ ବଞ୍ଚତ୍ତ ଏକ ‘ବିବାଦୀୟ…

6 years ago

ଜେଇଇ, ଏନ୍‌ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍‌ଇ ୧୦ମ ପରୀକ୍ଷା

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍‌ ଓ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି ୟୁଜି ୨୦୨୦) ନେଇ ମଙ୍ଗଳବାର…

6 years ago

ଜମ୍ମୁ-କଶ୍ମୀରର ୩ ଫଟୋଜର୍ନାଲିଷ୍ଟଙ୍କୁ ପୁଲିଜର ପୁରସ୍କାର

ନୂଆଦିଲ୍ଲୀ,୬ା୫: ବିଶ୍ୱରେ ମହାମାରୀ କରୋନା ସଂକ୍ରମିତ କରିଥିବାବେଳେ ଚଳିତବର୍ଷର ପୁଲିଜର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସୋମବାର ରାତିରେ ଅନ୍‌ଲାଇନ୍‌ରେ ଏହା ଘୋଷଣା କରାଯାଇଛି। ଫଟୋଜର୍ନାଲିଜମ୍‌…

6 years ago

ବିଦେଶରୁ ଫେରିବେ ୨ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୬ା୫: କରୋନା ଭାଇରସ୍‌ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶରେ ଜାରି ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଭାରତୀୟ ଫସିରହିଛନ୍ତି। ତେଣୁ…

6 years ago

ଚାହିଦା ଫେରାଇ ଆଣିବା ଲାଗି ଅଭିଜିତଙ୍କ ମନ୍ତ୍ର

ନୂଆଦିଲ୍ଲୀ,୬।୫: ଚାହିଦା ଫେରାଇ ଆଣିବା ଲାଗି ଭାରତ ପର୍ଯ୍ୟାପ୍ତ ପରିମାଣର ଆର୍ଥତ୍କ ପ୍ୟାକେଜ ପ୍ରଦାନ କରୁ ବୋଲି ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ କହିଛନ୍ତି। ଲୋକଙ୍କ…

6 years ago

ହ୍ବାଟ୍ସଆପ୍‌,ଇ-ମେଲ୍‌ରେ ମଗାଇହେବ ଔଷଧ

ନୂଆଦିଲ୍ଲୀ,୬।୫: ଲକ୍‌ଡାଉନ ସମୟରେ ବିଭିନ୍ନ ଜନଔଷଧି କେନ୍ଦ୍ରରୁ ଲୋକମାନେ ହ୍ବାଟ୍ସଆପ୍‌ ଏବଂ ଇ-ମେଲ୍‌ ଜରିଆରେ ଔଷଧ ମଗାଇପାରିବେ। ସରକାର ମଙ୍ଗଳବାର ଏ ନେଇ ନୂଆ ଗାଇଡ୍‌ଲାଇନ ଜାରି…

6 years ago

ଦିଲ୍ଲୀରେ ମହଙ୍ଗା ହେଲା ଡିଜେଲ

ନୂଆଦିଲ୍ଲୀ,୬।୫:ଦିଲ୍ଲୀ ସରକାର ଇନ୍ଧନ ଉପରେ ଭାଟ୍‌ ଲାଗୁ କରିବା ପରେ ସେଠାରେ ଡିଜେଲ ସବୁଠାରୁ ମହଙ୍ଗା ସ୍ତର ଛୁଇଁଛି। ଏଠାରେ ମଙ୍ଗଳବାର ପେଟ୍ରୋଲର ଲିଟର ପିଛା ଦର…

6 years ago