Home Left

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ…

6 years ago

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା ସହ…

6 years ago

ଲକ୍‌ ଡାଉନରେ ଭୁଲିଆଙ୍କ କୌଳିକ ବୃତ୍ତି ଠପ୍‌: ଦୁଃଖ ଦୁର୍ଦ୍ଦଶାରେ ପରିବାର

ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ ।…

6 years ago

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି ସମୟରେ…

6 years ago

ଲକ୍‌ଡାଉନରେ ରହି ଚାଷ କରୁଛନ୍ତି ଧର୍ମେନ୍ଦ୍ର

ମୁମ୍ବାଇ: ବଲିଉଡ୍‌ର ହି ମ୍ୟାନ ଭାବେ ପରିଚିତ ଧର୍ମେନ୍ଦ୍ର ଏବେ ଅଧିକାଂଶ ସମୟ ତାଙ୍କ ଫାର୍ମ ହାଉସରେ କାଟୁଛନ୍ତି। ଏହାସହ କରୋନା ଭାଇରସକୁ ନେଇ ଏବେ ଦେଶରେ…

6 years ago

ସାନିଟାଇଜର ମେଶିନ ତିଆରି କଲେ ଯୁବ ଇଞ୍ଜିନିୟର

ବରଗଡ଼ ଅଫିସ୍‌,୧୯।୪: ଲକ୍‌ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍‌ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼…

6 years ago

ବିବାହକୁ ନେଇ ରାଗିଲେ ରବୀନା

ନୂଆଦିଲ୍ଲୀ: ଦେଶ ସାରା ଲକ୍‌ଡାଉନ୍‌ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ ବଡ଼…

6 years ago

କରୋନା ଭାଇରସ ଥିମ୍‌କୁ ନେଇ ରିଲଜ ହେବ ସଲମାନଙ୍କ ଗୀତ ‘ପ୍ୟାର କରୋନା’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ କରୋନା ଭାଇରସ ଥିମ୍‌କୁ ନେଇ ଏକ ଗୀତ ରିଲିଜ କରିବେ ବୋଲି ସୂଚନା ଦେଇଛନ୍ତି। ୫୪ ବର୍ଷୀୟ ଏହି ଅଭିନେତା…

6 years ago

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ…

6 years ago

କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା…

6 years ago