ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ…
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ନୂଆବର୍ଷକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ନୂଆବର୍ଷ ରାତି ଗୋଟାଏ ପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳ,…
ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍ଏସ୍): ନାଗାଲାଣ୍ଡରେ ସଶସ୍ତ୍ର ବାହିନୀ ସ୍ବତନ୍ତ୍ର କ୍ଷମତା ଆଇନ, ୧୯୫୮ (ଆଫ୍ସ୍ପା) କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଦିଆଯାଇଛି। ସୋମବାର କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି।…
ନୂଆଦିଲ୍ଲୀ,୩୧ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ), ଆର୍ଥତ୍କ ମାନ୍ଦାବସ୍ଥା ଓ ବେରୋଜଗାରୀ ବିରୋଧରେ କଂଗ୍ରେସର ଦିଲ୍ଲୀ ସଂଗଠନ ନୂଆବର୍ଷରେ ୧୨ ଘଣ୍ଟିଆ ଅନଶନରେ ବସିବାକୁ ଘୋଷଣା କରିଛି।…
କୋହିମା,୩୧ା୧୨(ପି.ଟି.): ନାଗାଲାଣ୍ଡ ବିଧାନସଭାର ବାଚସ୍ପତି ଭିଖୋ ହୋସୁଙ୍କ ସୋମବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ…
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଗତ ଦୁଇବର୍ଷରେ ରାଜ୍ୟରେ ୮ କିଲୋମିଟର ହେନ୍ତାଳ ବନ ବୃଦ୍ଧି ପାଇଛି। ‘ଇଣ୍ଡିଆ ଷ୍ଟେଟ୍ ଅଫ୍ ଫରେଷ୍ଟ ରିପୋର୍ଟ-୨୦୧୯’ରୁ ଏହି ସୂଚନା ମିଳିଛି। ରିପୋର୍ଟ…
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): କମ୍ପାନୀ ସେକ୍ରେଟାରୀ ପ୍ରିୟଦର୍ଶୀ ନାୟକ ୨୦୨୦ ବର୍ଷ ପାଇଁ ଇନ୍ଷ୍ଟିଚ୍ୟୁଟ ଅଫ୍ କମ୍ପାନୀ ସେକ୍ରେଟାରିିଜ୍ ଅଫ୍ ଇଣ୍ଡିଆ (ଆଇସିଏସ୍ଆଇ)ର ପୂର୍ବ ଭାରତ ଆଞ୍ଚଳିକ ପରିଷଦର…
ନୂଆଦିଲ୍ଲୀ,୩୧ା୧୨(ପି.ଟି.):ବରିଷ୍ଠ ଆଇଏଏସ୍ ଅଫିସର ଉମେଶ ସିହ୍ନାଙ୍କୁ ନିର୍ବାଚନ ଉପ କମିଶନର ଭାବେ ନିଯୁକ୍ତି ମିଳିଛି। ମଙ୍ଗଳବାର ସେ ଅବସର ନେବାକୁ ଥିବାବେଳେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି…
ଜମ୍ମୁ,୩୧ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ନିଯୁକ୍ତି ଲାଗି ପ୍ରଥମ ଥର ପାଇଁ ସର୍ବଭାରତୀୟ ସ୍ତରରୁ ପ୍ରାର୍ଥୀମାନଙ୍କୁ ସୁଯୋଗ ଦିଆଯାଇଛି। ଜମ୍ମୁ-କଶ୍ମୀର ହାଇକୋର୍ଟରେ…
ହ୍ୟୁଷ୍ଟନ,୩୧ା୧୨(ପି.ଟି.): ଟେକ୍ସାସ୍ର ଏକ ଚର୍ଚ୍ଚରେ ରବିବାର ଜଣେ ବନ୍ଧୁକଧାରୀ ଗୁଳି ଚଳାଇବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ଯବାନଙ୍କ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି। ହ୍ବାଇଟ୍…