ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳକୁ ଦେଖି ଭାଜତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଳ ମିଶ୍ରା ଏକପ୍ରକାର ନିଜର ପରାଜୟ ସ୍ବୀକାର କରିନେଇଛନ୍ତି। ମଡେଲ ଟାଉନ୍ ଆସନରୁ…
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ମଙ୍ଗଳବାର ହେଉଛି ଏକ ବିଶେଷ ଦିନ। ମଙ୍ଗଳବାର ସକାଳୁ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଭୋଟ ଗଣତି…
ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ଆରୋଗ୍ୟକୁ…
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ଶାସନ କ୍ଷମତାର ଚାବି ପୁଣି ଆମ ଆଦମୀ ପାର୍ଟି(ଏଏପି) ହାତକୁ ଯାଉଥିବା ନେଇ ସୂଚନା ମିଳୁଛି। ଯଦି କେଜରିଓ୍ବାଲ ଚଳିତ ବିଧାନସଭା ନିର୍ବାଚନରେ ବିଜୟ…
କାବୁଲ,୧୧।୨: ଆଫଗାନିସ୍ତାନ କାବୁଲରେ ଏକ ଆତ୍ମଘାତୀ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ସୈନ୍ୟ ବିଭାଗ କର୍ମଚାରୀ ରହିଥିବା ସ୍ଥାନୀୟ ପ୍ରଶାସନ…
ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା…
ଦୁବାଇ,୧୧।୨- ପ୍ରଥମ ଥର ପାଇଁ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଭଳି ବଡ଼ ଟୁର୍ନାମେଣ୍ଟରେ ଫ୍ରଣ୍ଟ ଫୁଟ ନୋ ବଲ ଟେକ୍ନୋଲୋଜି ବ୍ୟବହାର କରାଯିବ। ନିକଟ ଅତୀତରେ…
ପାର୍ଟନର ପ୍ରତି ନିଜର ଭଲପାଇବା ଜାହିର କରିବା ପାଇଁ ଭାଲେଣ୍ଟାଇନ୍ସ ଡେ’ଠାରୁ ଭଲ ଦିନ ଆଉ କ’ଣ ଅଛି ? ଯଦି ଆପଣ ଏହି ଦିନକୁ ଖାସ୍…
ରାଞ୍ଚି,୧୧।୨: ଚାଇନା ସହ ବିଶ୍ୱର ଅନ୍ୟ ଦେଶଗୁଡିକରେ କରୋନାଭାଇରସ୍ ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ ଆକ୍ରାନ୍ତ ହୋଇ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା…
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍ଜିଟ୍ ପୋଲ୍ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ ଜଣାଇଛନ୍ତି।…