ପୁରୀ ଅଫିସ,୧୮ା୫: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଜିଲାପାଳ କ୍ଷମତାକୁ ପୁରୀ ଜିଲାର ପ୍ରଥମ ସରପଞ୍ଚ ଭାବେ ସଦର ବ୍ଲକ ବାଲିପୁଟର ମଧୁଛନ୍ଦା ଫାରାକ୍ ପ୍ରୟୋଗ କରିଛନ୍ତି। ବାଲିପୁଟ…
ନୂଆଦିଲ୍ଲୀ,୧୮ା୫: ଘରୋଇ ଫ୍ୟାକ୍ଟ୍ରି ଓ ନିର୍ମାଣସ୍ଥଳ ଭଳି ପ୍ରାଇଭେଟ୍ ଏଣ୍ଟରପ୍ରାଇଜ୍ରେ ନିୟୋଜିତ ଶ୍ରମିକଙ୍କ ପାଇଁ ମହାମତ୍ା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ (ଏମ୍ଜିଏନ୍ଆର୍ଇଜିଏ) କାର୍ଯ୍ୟକାରୀ କରିବାକୁ…
ପୁରୀ ଅଫିସ,୧୮।୫: ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ନେଇ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ ଭୟଭୀତ ହୋଇପଡ଼ିିଛନ୍ତି। ବର୍ଷକ ତଳେ ଅର୍ଥାତ୍ ୨୦୧୯ ମେ ୩ ତାରିଖରେ ବାତ୍ୟା ଫନୀ…
ସାରା ବିଶ୍ୱରେ ମେ’ ୧୮ରେ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ପାଳନ କରାଯାଉଛି। ଅନ୍ତର୍ରାଷ୍ଟ୍ରୀୟ ସଂଗ୍ରହାଳୟ ପରିଷଦ(ଆଇସିଓଏମ୍) ସଂଯୋଜନାରେ ପାଳିତ ଏହି ଦିବସ ପ୍ରତିବର୍ଷ ଏକ ସ୍ଲୋଗାନ ନେଇ…
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ସଠିକ୍ ତଥ୍ୟ ଓ ପରିଚାଳନା ପାଇଁ ଓଡିଶା ସ୍ପେଶ ଆପ୍ଲିକେସନସ୍ ସେଣ୍ଟର ତରଫରୁ ଏକ ଭୌଗୋଳିକ ତଥ୍ୟ ବ୍ୟବସ୍ଥା ଜିଆଇଏସ୍ ପ୍ରସ୍ତୁତ କରିଛି। ଏହାଦ୍ୱାରା…
ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ…
ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି…
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ପାଇଁ କେନ୍ଦ୍ର ସରକାର ଦେଶରେ ଲାଗୁ କରିଥିବା ଲକ୍ଡାଉନ୍କୁ ଆଉ ଦୁଇ ସପ୍ତାହ ଅର୍ଥାତ୍ ମେ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଚତୁର୍ଥ ପର୍ଯ୍ୟାୟ ବା…
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ତାଉ ଓ ଭୋକର ଦାଉରୁ ବଞ୍ଚତ୍ବା ପାଇଁ ଏବେ ବାହାର ରାଜ୍ୟରୁ ଲକ୍ଷଲକ୍ଷ ପ୍ରବାସୀ ନିଜ ରାଜ୍ୟକୁ ଫେରୁଛନ୍ତି। ଟ୍ରେନ୍, ବସ୍, ସାଇକେଲ ବ୍ୟତୀତ…
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ ଆସନ୍ତା ୨୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଏନେଇ ଓଡ଼ିଶାର ୧୨ଟି ଜିଲାକୁ ସତର୍କ କରାଯାଇଛି। ଏଭଳି…