ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ।…
ନୂଆଦିଲ୍ଲୀ,୬ା୧୦: ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ…
ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ…
ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି…
ହାଇଦ୍ରାବାଦ, ୬ା୧୦ : ଇସ୍ରୋ ବୈଜ୍ଞାନିକ ଏସ୍. ସୁରେଶ କୁମାରଙ୍କ ହତ୍ୟାକାରୀ ଶ୍ରୀନିବାସଙ୍କୁ ପୋଲିସ ଗିରଫ କରିଛି। ଦୁହିଙ୍କ ମଧ୍ୟରେ ଗଢ଼ି ଉଠିଥିବା ସମଲିଙ୍ଗୀ ସମ୍ପର୍କ ଓ…
ବାଗଦାଦ,୬ା୧୦(ପି.ଟି.): ଇରାକରେ ସରକାର ବିରୋଧୀ ବିକ୍ଷୋଭ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲାଣି। ଏଥିସହିତ ୪୦୦୦ ଲୋକ ଆହତ ହୋଇଛନ୍ତି। ଦକ୍ଷିଣ ଇରାକର ବିଭିନ୍ନ…
ନୟାଗଡ଼ ଅଫିସ,୬ା୧୦: ସରକାରୀ, ବେସରକାରୀ ଅନୁଷ୍ଠାନ ହେଉ କି ବ୍ୟବସାୟିକ ପ୍ରତିଷ୍ଠାନ ସମସ୍ତେ ଓଡ଼ିଆରେ ନାମଫଳକ ଲେଖିବାକୁ ସରକାରଙ୍କ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଥିଲା। ନୟାଗଡ଼ ଜିଲାରେ…
ବଇଣ୍ଡା,୬।୧୦(ଡି.ଏନ.ଏ.) - କୁନି ଶିଶୁଙ୍କୁ ଶିକ୍ଷା ସହ ଜଡ଼ିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି ଅଙ୍ଗନଓ୍ବାଡି କେନ୍ଦ୍ର। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ସହ ଅଙ୍ଗନଓ୍ବାଡି…
ଅନୁଗୋଳ ଅଫିସ, ୬।୧୦ - ଅନୁଗୋଳର ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ଟଙ୍କା ହଡ଼ପ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ କରି ମୁଖ୍ୟ ଅଭିଯୁକ୍ତଙ୍କୁ ଶନିବାର…
ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ ରହିଛି…