Home Left

କୋଭିଡ ଯୋଦ୍ଧାଙ୍କୁ ଭାଜପା ମହିଳା ମୋର୍ଚ୍ଚା ତରଫରୁ କୃତଜ୍ଞତାପତ୍ର

ରାଇକିଆ,୯ା୪(ଡି.ଏନ୍‌.ଏ.)- କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ କଟକଣା। ଦୋକାନ ବଜାର ସବୁ ବନ୍ଦ, ରାସ୍ତା ଘାଟ ଶୁନଶାନ। ଏଭଳି ପରିସ୍ଥିତିରେ ବିଭିନ୍ନ ଜରୁରୀ ବିଭାଗର ଅଧିକାରୀ,…

6 years ago

ଭିଡ଼ିଓ କନ୍‌ଫରେନ୍ସିଂରେ କ୍ୟାବିନେଟ ବୈଠକ: ଯୋଗଦେଲେ ମନ୍ତ୍ରୀ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଭିଡ଼ିଓ କନ୍‌ଫରେନ୍ସିଂରେ ଗୁରୁବାର ଓଡିଶା ସରକାରଙ୍କ ଗୁରୁତ୍ୱପୂର୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡ଼ିଓ କନ୍‌ଫରେନ୍ସିଂ ହଲ୍‌ରେ ବସି…

6 years ago

ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ

ଛତ୍ରପୁର, ୯।୪(ଡି.ଏନ୍‌.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା…

6 years ago

ରାମାୟଣରେ ସୁଗ୍ରୀବ ଭୂମିକାରେ ଅଭିନୟ କରିଥିବା ଅଭିନେତାଙ୍କ ପରଲୋକ

ନୂଆଦିଲ୍ଲୀ,୯।୪: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ହୋଇଥିବା ରାମାୟଣରେ ସୁଗ୍ରୀବ ଏବଂ ବାଳୀ ଭୂମିକାରେ ଅଭିନୟ କରିଥିବା କଳାକାର ଶ୍ୟାମସୁନ୍ଦର କାଲାଣିଙ୍କର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି…

6 years ago

ପୁଣିଥରେ ସିଂଘମ ହେବାକୁ ଚାହୁଁଛନ୍ତି ଅଜୟ

ମୁମ୍ବାଇ: କରୋନା ଭାଇରସ ସହ ଲଢିବାକୁ ଏବେ ଯୋଦ୍ଧା ହୋଇ ଆଗଧାଡିରେ ଅଛନ୍ତି ଡାକ୍ତର, ନର୍ସ ଓ ପୋଲିସ। ଏହି ଯୁଦ୍ଧରେ ଜିତିବାକୁ ସମସ୍ତେ ଚେଷ୍ଟା ଚଳାଇଥିବା…

6 years ago

ପୋଲିସ ଅଧିକାରୀଙ୍କ ଅଭିନବ ପ୍ରୟାସ: ସାହିସାହିରେ ଗୀତ ଗାଇ ଦେଉଛନ୍ତି କରୋନା ସଚେତନତା ବାର୍ତ୍ତା

ବାଲିଗୁଡ଼ା,୯ା୪(ଡି.ଏନ୍‌.ଏ.): କନ୍ଧମାଳରେ କରୋନା ସଚେତନତା ପାଇଁ ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ ଏକ ଗୀତ ଲେଖିଥିଲେ। ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ କଣ୍ଠରେ…

6 years ago

ଇଟାଲୀ ଭଳି ଭାରତରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୯।୪: ଲକ୍‌ଡାଉନ୍‌ ପରେ ବି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବା ଦେଖାଯାଉନାହିଁ। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଥିବା ବେଳେ…

6 years ago

ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍‌ସାର ଓ ଆଇଜିଏଚ୍‌ରେ ଟେଷ୍ଟ କରାଯିବ। ଓଡ଼ିଶାରେ…

6 years ago

ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ୍‌

ଛତ୍ରପୁର,୯ା୪(ଡି.ଏନ୍‌.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ…

6 years ago

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି।…

6 years ago