Home Left

ଠିକାଦାର ଦିଲୀପ, ଇସ୍କନ ବିରୋଧରେ ପୃଥକ୍‌ ମାମଲା

ପୁରୀ ଅଫିସ,୭।୨: ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଠିକାଦାର ଦିଲୀପ ଖଟେଇଙ୍କ ବିରୋଧରେ ଆଇନଜୀବୀ ପ୍ରିୟଦର୍ଶନ…

6 years ago

ଜମ୍ମୁ-କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆଙ୍କ ପାଇଁ ବିଶେଷ ରିହାତି

ଭୁବନେଶ୍ୱର,୭।୨(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। କଶ୍ମୀର ଘରୋଇ ଟୁର୍‌ ଅପରେଟର ସଂଘ ପକ୍ଷରୁ ଭୁବନେଶ୍ୱରରେ…

6 years ago

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି ଲାଞ୍ଚ ନେଉଥିବାବେଳେ ଗିରଫ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳକୃଷ୍ଣ ମାଧବ ଗିରଫ ହୋଇଛନ୍ତି। ଜିଏସ୍‌ଟି ସମ୍ପର୍କିତ ମାମଲାରେ ଗୋପାଳ ଜଣେ ବ୍ୟକ୍ତିଙ୍କଠାରୁ…

6 years ago

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ…

6 years ago

ପେଟରୁ ବାହାରିଲା ଏଲ୍‌ଇଡି ବଲ୍‌ବ

ଫରିଦାବାଦ୍‌,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍‌ଇଡି ବଲ୍‌ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ ରହୁଥିବା…

6 years ago

ଚନ୍ଦ୍ରମଣି ଲେଙ୍କା ପାଇବେ ‘ଭୁବନେଶ୍ୱର ମିଶ୍ର ସ୍ମୃତି ସମ୍ମାନ’

ଭୁବନେଶ୍ୱର,୭।୨(ବ୍ୟୁରୋ): ସାଂସ୍କୃତିକ ଅନୁଷ୍ଠାନ ଶ୍ରୁତି ପକ୍ଷରୁ ଆସନ୍ତା ୧୦ ଓ ୧୧ ତାରିଖରେ ଓଡ଼ିଶୀ ସଙ୍ଗୀତ ଏବଂ ଲଘୁସଙ୍ଗୀତ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ କଳାକ୍ଷେତ୍ରରେ…

6 years ago

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ…

6 years ago

ଜିଇଏମ୍‌ ପୋର୍ଟାଲରେ କିଣାଯାଇଛି ୩୫୦ କୋଟିର ସାମଗ୍ରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟଗୁଡ଼ିକର ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ୨୦୧୬ ଅଗଷ୍ଟ ୯ରୁ ସରକାରଙ୍କ ଇ-ମାର୍କେଟ ପ୍ଲସ୍‌ ଜିଇଏମ୍‌ ପୋର୍ଟାଲର ଶୁଭାରମ୍ଭ ହୋଇଛି। ଏହି ପୋର୍ଟାଲକୁ…

6 years ago

ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି…

6 years ago

ଆଜି ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ, ଜାଣନ୍ତୁ କାହିଁକି

ଫେବୃୟାରୀ ୭, ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। ଆଜିକୁ ଠିକ୍‌ ୨୧ ବର୍ଷ ପୂର୍ବେ ପ୍ରସିଦ୍ଧ ସ୍ପିନ୍‌ ବୋଲର୍‌ ଅନିଲ କୁମ୍ବଲେ ଭାରତ ପାଇଁ…

6 years ago