Home Left

କର୍‌ତାରପୁର କରିଡର:ପାକିସ୍ତାନ ଯିବେନି ମନମୋହନ

ନୂଆଦିଲ୍ଲୀ,୪-୧୦(ପି.ଟି.):କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଯୋଗଦେବେ। ତେବେ ସେ ପାକିସ୍ତାନ ଯିବେନି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ସ୍ପଷ୍ଟ କରିଛନ୍ତି।…

6 years ago

୩୭୦ ଉଚ୍ଛେଦ ପରଠୁ ଯୋଗାଯୋଗ ମାଧ୍ୟମ ବନ୍ଦ:ରାସ୍ତାରେ ଖବରଦାତା

ଶ୍ରୀନଗର,୪-୧୦(ପି.ଟି.):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବାକୁ ୨ ମାସ ପୂରିଲାଣି। ତଥାପି ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇନାହିଁ। ମୋବାଇଲ ଓ ଇଣ୍ଟରନେଟ ଉପରେ…

6 years ago

ବିଚାରପତିଙ୍କ ରାୟ ବି ଭୁଲ୍‌ ହୋଇପାରେ

ନୂଆଦିଲ୍ଲୀ,୪-୧୦(ପି.ଟି.):ଆଦୌ ଭୁଲ୍‌ ରାୟ ଦେଇ ନ ଥିବା କୌଣସି ବିଚାରପତି ଦାବି କରିପାରିବେ ନାହିଁ। ରାୟ ପ୍ରଦାନରେ ସେମାନଙ୍କର ବି ଭୁଲ୍‌ ହୋଇପାରେ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

6 years ago

ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ

ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌)ର ନଜର। ଜୈଶ୍‌ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ କରିପାରନ୍ତି…

6 years ago

ପାକିସ୍ତାନରେ ନୀରବ ବିଦ୍ରୋହ:ଅର୍ଥନୀତି ସୁଧାରିବାକୁ ଅଣ୍ଟା ଭିଡ଼ିଲେ ସେନାମୁଖ୍ୟ

ଇସ୍‌ଲାମାବାଦ,୪-୧୦(ପି.ଟି.):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆରମ୍ଭ ହୋଇଛି ନୀରବ ବିଦ୍ରୋହ। ସ୍ଥଳସେନା ମୁଖ୍ୟ ଜେନେରାଲ କମର ଜାଭେଦ୍‌ ବାଜ୍‌ଓ୍ବା…

6 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ: ଶଙ୍କରାଚାର୍ଯ୍ୟ, ସେବାୟତଙ୍କ ପରାମର୍ଶ ନିଅ

ନୂଆଦିଲ୍ଲୀ,୪-୧୦:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉଚ୍ଛେଦ ପୂର୍ବରୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଓ ବରିଷ୍ଠ ସେବାୟତମାନଙ୍କ ସହ ପରାମର୍ଶ କରିବାକୁ…

6 years ago

ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା…

6 years ago

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ ବ୍ୟବସ୍ଥାକୁ…

6 years ago

ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି ୟୁଏସ୍‌-ଚାଇନା ଟ୍ରେଡ୍‌ ଓ୍ବାର

ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଏବଂ ଚାଇନା ମଧ୍ୟରେ ଉପୁଜିଥିବା ବାଣିଜ୍ୟ ଯୁଦ୍ଧ ବିଶ୍ୱରେ ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ଏହା ଲାଗି ରହିଲେ ଆଗାମୀ ଦିନରେ ସାରା ବିଶ୍ୱର…

6 years ago

ରପ୍ତାନି କଟକଣା ପରେ କମୁଛି ପିଆଜ ଦର

ଭୁବନେଶ୍ୱର,୪-୧୦: ସରକାର ପିଆଜ ରପ୍ତାନିକୁ ନିଷେଧ ଏବଂ ମହଜୁଦ ଉପରେ ସୀମା ଲଗାଇବା ପରେ ଏହାର ଦର ଆସ୍ତେ ଆସ୍ତେ କମୁଛି। ଏହାର ପାଇକାରୀ ଦର ମହାରାଷ୍ଟ୍ରର…

6 years ago