Home Left

ବିଟେକ୍‌ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ରାଞ୍ଚି, ୨୨ା୧୨(ପି.ଟି.): ତିନିବର୍ଷ ପୂର୍ବେ ରାଞ୍ଚିର ଜଣେ ବିଟେକ୍‌ ଛାତ୍ରୀଙ୍କୁ ନିଜ ଘରେ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଶନିବାର ଏହି ମାମଲାର ଦୋଷୀ ବିହାରର ନାଳନ୍ଦା…

6 years ago

କଟକରେ କ୍ରିକେଟ୍‌ କ୍ରେଜ୍‌: ସୀମା ଟପିଲା ଟିକେଟ କଳାବଜାର

କଟକ ଅଫିସ, ୨୨।୧୨: କଟକ ବାରବାଟୀ ଷ୍ଟାଡ଼ିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ ମ୍ୟାଚ୍‌। ଏ ନେଇ ସହରରେ କ୍ରିକେଟ…

6 years ago

ଥରୁର୍‌ଙ୍କ ନଁ।ରେ ଗିରଫ ପରଓ୍ବାନା

ନୂଆଦିଲ୍ଲୀ, ୨୨ା୧୨: କଂଗ୍ରେସ ଏମ୍‌ପି ଶଶୀ ଥରୁର୍‌ଙ୍କ ବିରୋଧରେ ଥିରୁବନନ୍ତପୁରମ୍‌ କୋର୍ଟ ଗିରଫ ପରଓ୍ବାନା ଜାରି କରିଛନ୍ତି। ବାରମ୍ବାର ସମନ୍‌ ସତ୍ତ୍ୱେ ସେ କୋର୍ଟରେ ହାଜର ହୋଇ…

6 years ago

ଫୈଜାବାଦ କୋର୍ଟ ବିସ୍ଫୋରଣ ମାମଲା: ୨ ଜଣଙ୍କୁ ଆଜୀବନ ଜେଲ

ଫୈଜାବାଦ, ୨୨ା୧୨(ପି.ଟି.): ୨୦୦୭ ନଭେମ୍ବରରେ ଉତ୍ତର ପ୍ରଦେଶର ଫୈଜାବାଦ କୋର୍ଟରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ଶନିବାର ସ୍ବତନ୍ତ୍ର ଆତଙ୍କ ନିରୋଧୀ ଅଦାଲତ ୨ ଅଭିଯୁକ୍ତଙ୍କୁ ଆଜୀବନ…

6 years ago

ପାକ୍‌ରେ ପ୍ରଫେସରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଇସ୍‌ଲାମାବାଦ, ୨୨ା୧୨(ପି.ଟି.): ଫେସ୍‌ବୁକ୍‌ରେ ଈଶ୍ୱରଙ୍କୁ ନିନ୍ଦାକରିବା ଅଭିଯୋଗରେ ଶନିବାର ପାକିସ୍ତାନର ଏକ କୋର୍ଟ ମୁସ୍‌ଲିମ ପ୍ରଫେସର ଜୁନୈଦ ହାଫିଜ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ପଞ୍ଜାବର ମୁଲ୍‌ତାନସ୍ଥିତ ହାଫିଜ୍‌ ବହଉଦ୍ଦିନ…

6 years ago

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ…

6 years ago

ଦିଲ୍ଲୀ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ରାଜଧାନୀ ଦିଲ୍ଲୀରେ ହିଂସାତ୍ମକ ବିକ୍ଷୋଭର ଦିନକ ପରେ ଶନିବାର ଦିଲ୍ଲୀରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ଯବାନମାନେ ଫ୍ଲାଗମାର୍ଚ୍ଚ କରିଛନ୍ତି। ଶନିବାର ଦିଲ୍ଲୀର ଜାମିଆ ମିଲିଆ…

6 years ago

୩ କୋଟି ପରିବାର ସହ ସମ୍ପର୍କ କରିବ ଭାଜପା

ନୂଆଦିଲ୍ଲୀ,୨୨ା୧୨: ସିଏଏକୁ ନେଇ ଦେଶବ୍ୟାପୀ ବିରୋଧର ସମ୍ମୁଖୀନ ହୋଇଥିବା ଶାସକ ଭାଜପା ଆଗାମୀ ୧୦ ଦିନରେ ୩ କୋଟି ପରିବାର ନିକଟରେ ପହଞ୍ଚତ୍ ଉକ୍ତ ଆଇନ ସମ୍ପର୍କରେ…

6 years ago

ରାଜ୍‌ଘାଟରେ ଧାରଣା ଦେବେ ସୋନିଆ

ନୂଆଦିଲ୍ଲୀ, ୨୨ା୧୨: ସିଏଏକୁ ବିରୋଧ କରି ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ରାଜ୍‌ଘାଟଠାରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ କରାଯିବ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ…

6 years ago

ଜେଲ ଗଲେ ଭୀମ୍‌ ଆର୍ମି ମୁଖ୍ୟ

ନୂଆଦିଲ୍ଲୀ, ୨୨ା୧୨(ପି.ଟି.): ସିଏଏକୁ ବିରୋଧ କରି ଦେଶରେ ପ୍ରତିବାଦର ସ୍ବର ବଢ଼ିବାରେ ଲାଗିଥିବାବେଳେ ଶନିବାର ଦିଲ୍ଲୀ ପୋଲିସ ବିକ୍ଷୋଭରତ ଭୀମ୍‌ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଓ…

6 years ago