ନୂଆଦିଲ୍ଲୀ: ବଲିଉଡ୍ ସୁୁପରହିଟ୍ ମଲ୍ଟିଷ୍ଟାର୍ କମେଡ଼ି ସିରିଜ୍ ‘ହାଉସ୍ଫୁଲ୍-୪’ର ଟ୍ରେଲର୍ ରିଲିଜ୍ ହୋଇଯାଇଛି। ହାଉସ୍ଫୁଲ୍ ସିରିଜ୍ର ପ୍ରତ୍ୟେକ ଫିଲ୍ମ ବଲିଉଡ୍ରେ ସୁପରହିଟ୍ ରହିଥିବାବେଳେ ଚତୁର୍ଥ ସିରିଜ୍ ମଧ୍ୟ…
ସ୍ବାଧୀନତା ସଂଗ୍ରାମ ଇତିହାସରେ ମହାତ୍ମା ଗାନ୍ଧୀଙ୍କ ଭାରତଛାଡ ଆନ୍ଦୋଳନ ସର୍ବଶେଷ ଏବଂ ସର୍ବଶ୍ରେଷ୍ଠ ଆନ୍ଦୋଳନ ଭାବେ ଖ୍ୟାତି ଲାଭ କରିଥିଲା, ବିଶ୍ୱ ଇତିହାସରେ ଯେଉଁ ବିପ୍ଳବର ପଟାନ୍ତର…
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ପୂର୍ବତଟ ରେଳପଥ ୪ଟି ନୂଆ ମେମୁ ଟ୍ରେନ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ଶନିବାରଠାରୁ ଏହି ଟ୍ରେନଗୁଡ଼ିିକ ପୁରୀ-କଟକ, କଟକ-ଭଦ୍ରକ, କଟକ-ପାରାଦ୍ୱୀପ ସେକ୍ସନ ମଧ୍ୟରେ…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟା ଦୂର କରିବାକୁ ଦୂରଗାମୀ ବସ୍କୁ ଓଭରବ୍ରିଜ୍ ତଳେ ନ ଯିବାକୁ ପୋଲିସ କମିଶନର ନିର୍ଦ୍ଦେଶ ରହିଥିଲା। ଯେଉଁମାନେ ନିୟମ ଭାଙ୍ଗି ଓଭରବ୍ରିଜ…
ନରାଜ,୨୮।୯(ଡି.ଏନ୍.ଏ.): ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ବାଅଁ।ରାଠାରେ ଗୁରୁବାରଠାରୁ ଏକ ମାଈ ହାତୀ ଅସୁସ୍ଥ ହୋଇପଡ଼ିଥିଲା। ଚିକିତ୍ସକ ଓ ବନ ବିଭାଗ ରାତିତମାମ ଜଗରହି ଚିକିତ୍ସା କରିବାରୁ ଶୁକ୍ରବାର ତା’…
ବାରଙ୍ଗ/ବାଲିଅନ୍ତା,୨୮।୯(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟ ସରକାର ନାଁ ବଦଳାଇ ହଡ଼ପ କରିବା ଓ ବିଭିନ୍ନ ଯୋଜନାରେ ଅନିୟମିତତା ହେଉଥିବା ଅଭିଯୋଗରେ ଭାଜପା ବାରଙ୍ଗ ମଣ୍ଡଳ ପକ୍ଷରୁ…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡିଏମ୍ ପବ୍ଲିକ୍ ସ୍କୁଲ ପରିସରରେ ଶୁକ୍ରବାର ‘ବିଶ୍ୱ ହୃଦୟ ଦିବସ’ ଅବସରରେ ଦୁଇଦିନିଆ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ନାଲ୍କୋ ସହାୟତାରେ ରାଜଧାନୀରେ ଗଡ଼ିଛି ଆଉ ୮ ନୂଆ ପିସିଆର। ଶୁକ୍ରବାର ସକାଳେ ପୋଲିସ କମିଶନରଙ୍କ ମୁଖ୍ୟାଳୟରେ ନାଲ୍କୋ ସିଏମ୍ଡି ତପନ କୁମାର ଚାନ୍ଦ ଏବଂ…
ପୁରୁଣା ଭୁବନେଶ୍ୱର, ୨୮।୯(ଡି.ଏନ.ଏ.): ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିରକୁ କୁକୁର ପଶି ଆସିବା ନେଇ ଠାକୁରଙ୍କ ନୀତିରେ ବିଳମ୍ବ ହୋଇଥିଲା। ଏହି ଘଟଣାରେ ଏଏସ୍ଆଇ ନିଜକୁ ଦାୟୀ କରିଛି।…
ନ୍ୟୁୟର୍କ,୨୮।୯(ପି.ଟି.): ଭାରତ ସହ ଲାଗି ରହିଥିବା ଉତ୍ତେଜନା ହ୍ରାସ କରିବାକୁ ହେଲେ ହାଫିଜ ସୟିଦ, ମାସୁଦ ଆଝାରଙ୍କ ଭଳି ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି…