ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ ପାଣିପଶିଯାଇଛି।…
ବରଗଡ଼ ଅଫିସ, ୨୮।୯: ବରଗଡ଼ ତଳିପଡ଼ାସ୍ଥିତ ଶ୍ରାଶ୍ରୀ ସମଲେଶ୍ବରୀ ଦେବୀଙ୍କ ମନ୍ଦିରରେ ଶନିବାରଠାରୁ ଶାରଦୀୟ ପୂଜନୋତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ମହାଳୟା ତିଥିରେ ମାଁ ସମଲେଶ୍ବରୀ…
କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ ହୋଇଛନ୍ତି।…
କାଠମାଣ୍ଡୁ,୨୮।୯: ନେପାଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଛି। ସକାଳ ଭୂକମ୍ପ ଅନୁଭୂତ ହେବା ପରେ ଭୟଭୀତ ଅବସ୍ଥାରେ…
ବାସୁଦେବପୁର,୨୮।୯(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ ୭୭ତମ ଶହୀଦ ସ୍ମୃତିଦିବସ ପର୍ଯ୍ୟଟନ ଉନ୍ନୟନ ପରିଷଦ ଶହୀଦ ସ୍ମୃତି କମିଟି ଆନୁକୂଲ୍ୟରେ ଶନିବାର ଆୟୋଜିତ ହୋଇଯାଇଛି। ପ୍ରଭାତଫେରି,…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାର କିମ୍ବା କୌଣସି ଏଜେନ୍ସିଙ୍କ ବିନା ସହାୟତାରେ ଚାଷୀମାନେ ସିଧାସଳଖ କେନ୍ଦ୍ର ସରକାରଙ୍କ ପିଏମ-କିଷାନ ନିଧି ଯୋଜନାରେ ନିଜକୁ ସାମିଲ କରି ପାରିବେ। ପିଏମ…
ଭୁବନେଶ୍ୱର,୨୮।୯ (ବ୍ୟୁରୋ): ରାଜ୍ୟରେ ‘ଆଇବିଏମ୍ ଷ୍ଟିମ୍ ଫର୍ ଗର୍ଲସ’ କାର୍ଯ୍ୟକ୍ରମ ପ୍ରଚଳନ କରିବା ପାଇଁ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଆଇବିଏମ୍ ଇଣ୍ଡିଆ ମଧ୍ୟରେ…
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଦେଶର ଅନ୍ୟତମ ଲୋକପ୍ରିୟ ବ୍ୟୁଟି ପାଜେଣ୍ଟ ‘ଏଆର୍ ମିସେସ୍ ଇଣ୍ଡିଆ’ର ୨୦୧୯ ସଂସ୍କରଣ ପାଇଁ ନିକଟରେ ଦେଶର ବିଭିନ୍ନ ସହରରେ ଅଡିଶନ୍ ଶେଷ ହୋଇଛି।…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସଭ୍ୟ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୪ ଏବଂ ୧୪ରେ ପର୍ଯ୍ୟାୟକ୍ରମେ ୨୦ଟି ଖଣି ପାଇଁ ନିଲାମ ବିଜ୍ଞପ୍ତି ପ୍ରକାଶ ପାଇବ। ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ୨୦୨୦…