ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍ଅପ (ନଂ.ଓଆର୍୦୭ୟୁ-୭୨୬୭) ଭ୍ୟାନ୍ର ଓଲଟି ଚାଳକ…
ପଡ଼ିଆ,୩୦ା୪: ଗ୍ୟାସ୍ ସିଲିଣ୍ଡର୍ ଲିକ୍ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍ ଗ୍ୟାସ୍ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ…
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଦୀର୍ଘ ଦେଢ଼ମାସ ହେବ ବନ୍ଦ ହୋଇ…
ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ…
ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍କୁ ଧରାକୋଟ ଆଦର୍ଶ…
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ…
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଓ କେଉଁ ଦୋକାନ ବନ୍ଦ ରହିବ ସେ ନେଇ ଦ୍ୱନ୍ଦ୍ୱ ଲାଗିରହିଥିଲା। ଗୁରୁବାର ଏହି ଦ୍ୱନ୍ଦ୍ୱ ଦୂର କରିଛନ୍ତି…
ପ୍ୟାରିସ୍,୩୦।୪ (ଏଏଫ୍ପି): କୋଭିଡ-୧୯ ମହାମାରୀ କାରଣରୁ ଜର୍ମାନୀ, ନେଦରଲାଣ୍ଡ୍ସ ଓ ଫିନ୍ଲାଣ୍ଡରେ ଆୟୋଜନ ହେବାକୁଥିବା ମୋଟୋ ଗ୍ରାଁ ପ୍ରି ରେସ୍ଗୁଡିକୁ ବାତିଲ କରାଯାଇଛି। ଜୁନ୍ ଓ ଜୁଲାଇରେ…
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ…
ମେଲବୋର୍ନ,୩୦।୪(ପି.ଟି.): କ୍ରିକେଟ ଅଷ୍ଟ୍ରେଲିଆ ଗୁରବାର ତା’ର ୨୦ ଜଣିଆ ବାର୍ଷିକ ଖେଳାଳି ଚୁକ୍ତି ତାଲିକା ଘୋଷଣା କରିଛି। ବରିଷ୍ଠ ବ୍ୟାଟ୍ସମ୍ୟାନ ଉସ୍ମାନ ଖ୍ବାଜା ଓ ଶନ୍ ମାର୍ଶ…