କୋଲକାତା,୨୪ା୯(ପି.ଟି.): ବେହରୋର ଥାନା ଉପରେ ଗତ ୬ ତାରିଖରେ ଗୁଳି ଚଳାଇ ହରିୟାଣାର ଗ୍ୟାଙ୍ଗଷ୍ଟର ବିକ୍ରମ ଓରଫ ପାପଲା ଗୁଜ୍ରାରଙ୍କୁ ଖସାଇନେବା ଅଭିଯୋଗରେ ଗିରଫ ହୋଇଥିବା ୧୩…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ଆବେଦନ ପତ୍ର କମିଟି(୨୦୧୯-୨୦)ର ତୃତୀୟ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ସଚିବାଳୟ କମିଟି ପ୍ରକୋଷ୍ଠ ନଂ ୫୫ରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…
କୋଲକାତା,୨୪ା୯(ପି.ଟି.): କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ସୋମବାର ପ୍ରତିବାଦ ଶୋଭାଯାତ୍ରା ବାହାର କରାଯାଇଥିବାବେଳେ ଅଧାବାଟରେ…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୬୪ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର ରାଜଧାନୀ କାମ୍ପାଲା ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତା ୨୪ରୁ…
କଟକ ଅଫିସ, ୨୪।୯: କଟକ ସିରିଏଲ୍ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ…
ଜାତିସଂଘ,୨୪।୯: ନ୍ୟୁୟର୍କରେ ସୋମବାର ଅନୁଷ୍ଠିତ ଜାତିସଂଘ ଜଳବାୟୁ ସମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପ୍ରଥମ ପର୍ଯ୍ୟାୟରେ ଉଦ୍ବୋଧନ ଦେଇଛନ୍ତି। ଜଳବାୟୁକୁ ନେଇ କଥା କହିବା ସମୟ…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ…
ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ ଏହା…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଅଫିସର ନିର୍ମଳ ଚନ୍ଦ୍ର ମିଶ୍ରଙ୍କୁ ଷ୍ଟାଫ୍ ସିଲେକ୍ସନ କମିଶନଙ୍କ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ସୋମବାର ଏ ନେଇ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ କାମୁଡ଼ାରେ…