Home Left

ମ୍ୟାନମାରର ସନ୍ଦିଗ୍ଧ ଜାହାଜକୁ ଧରିଲା ରାଜବୀର

ପୋର୍ଟ ବ୍ଲେୟାର,୨୨।୯: ମ୍ୟାନମାରର ଏକ ସନ୍ଦିଗ୍ଧ ଜାହାଜକୁ ଭାରତୀୟ ତଟରକ୍ଷୀ ବାହିନୀର ଜାହାଜ ରାଜବୀର କାର ନିକୋବର ଦ୍ୱୀପ ନିକଟରେ ଧରିଥିବା ସୂଚନା ମିଳିଛି। ଏହି ଜାହାଜରୁ…

6 years ago

ବଲିଉଡ୍‌ର ‘ବ୍ୟାଡ୍‌ମ୍ୟାନ୍‌’ ଗୁଲ୍‌ଶନ: ପିଲାବେଳେ ବିକୁଥିଲେ ଲୁଗାସଫା ପାଉଡର

ମୁମ୍ବାଇ: ସଂଘର୍ଷ ବିନା କେହି ବି ଉଚ୍ଚ ସୋପାନରେ ପହଞ୍ଚି ପାରେନା, ସଫଳତାର ବାସ୍ତବ ସ୍ବାଦ ମିଳିପାରେନା। ବଲିଉଡ୍‌ରେ ଜଣେ ଅଭିନେତା ଭାବେ ପ୍ରତିଷ୍ଠିତ ହେବା କଥା…

6 years ago

ବିଜେଡିର ସଭ୍ୟ ସଂଗ୍ରହ ପାଇଁ କର୍ମୀ ସମ୍ମିଳନୀ

ପାଟଣା,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶିଠାରେ ବିଜେଡିର ପାଟଣା ନିର୍ବାଚନମଣ୍ଡଳୀର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ…

6 years ago

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ଘଟଣା: ୨ ଅଟକ

ହାଟଡିହୀ, ୨୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଞ୍ଚଳରେ ପ୍ରାୟ ୧ ମାସ ପୂର୍ବେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ମାରି ଲକ୍ଷାଧିକ ଟଙ୍କା ଲୁଟ୍‌…

6 years ago

ରାହୁଲ ବୋଷଙ୍କ ଘୋଷଣା: ଶରୀରର ପ୍ରତ୍ୟେକ ଅଙ୍ଗକୁ କରିବେ ଦାନ

ମୁମ୍ବାଇ: ଜନ୍ମ ହେଲେ ମୃତ୍ୟୁ ସୁନିଶ୍ଚିତ। ଏଣୁ ମୃତ୍ୟୁ ପରେ ବି ଅଙ୍ଗଦାନ ଦ୍ୱାରା ଜଣେ ଜୀବିତ ରହିପାରିବ ବୋଲି କୁହାଯାଏ। ପ୍ରଥମେ ଆଖିଦାନ କରି ଅନ୍ୟର…

6 years ago

ଅବସର ମ୍ୟାଚ୍‌ରେ ମାସାକାଡ୍‌ଜାଙ୍କ ବିସ୍ଫୋରକ ବ୍ୟାଟିଂ

ଚାଟୋଗ୍ରାମ,୨୧।୯: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିବା ଜିମ୍ବାଓ୍ବେ ଦଳର ଅଧିନାୟକ ହାମିଲଟନ ମାସାକାଡ୍‌ଜା କ୍ୟାରିୟରର ଅନ୍ତିମ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସେ ୪୨ ବଲରୁ…

6 years ago

ବିଷାକ୍ତ ମଦ ପିଇ ୬ ମୃତ: ୩ ଅଧିକାରୀ ନିଲମ୍ବିତ

ଡେରାଡୁନ,୨୧।୯: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନରେ ଶୁକ୍ରବାର ବିଷାକ୍ତ ମଦ ପିଇବାରୁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ଆଇନ…

6 years ago

ଆଫଗାନୀସ୍ତାନ ବାୟୁସେନାର ଏୟାର ଷ୍ଟ୍ରାଇକ୍‌: ୨୩ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୨୧।୯: ଆଫଗାନୀସ୍ତାନ ବାୟୁସେନା ପକ୍ଷରୁ ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୨୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କାନ୍ଧାହାର, ଘଜନୀ, ବାଦଘିସ୍‌ ପ୍ରଦେଶରେ…

6 years ago

ଜମନକିରାରେ ସ୍ବଚ୍ଛ ଭାରତ ଅଭିଯାନ: ଝାଡ଼ୁ ଧରିଲେ ପୂର୍ବତନ ବିଧାୟକ ରବିନାରାୟଣ

ଜମନକିରା,୨୧।୯(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାରେ ଶନିବାର ବ୍ଲକ୍‌ ଭାଜପା ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ନେଇ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…

6 years ago

ସିଧା ପ୍ରସାରଣ ବେଳେ ଚେୟାରରୁ ଗଳି ପଡିଲେ ବରିଷ୍ଠ ପାକିସ୍ତାନୀ ବିଶ୍ଳେଷକ

ଇସ୍‌ଲାମାବାଦ,୨୧।୯: ପାକିସ୍ତାନ ଏବେ ଭାରତକୁ ନେଇ ତା’ର ନ୍ୟୁଜ ଚ୍ୟାନେଲରେ ଭିନ୍ନ ଭିନ୍ନ ଆଲୋଚନା କରୁଥିବା ବେଳେ କଶ୍ମୀର ପ୍ରସଙ୍ଗକୁ ନେଇ କିଛି ଭୁଲ୍‌ ଖବର ମଧ୍ୟ…

6 years ago