Home Left

ଲକ୍‌ଡାଉନ୍‌ ସମୟରେ ସାହିଦାଣ୍ଡରେ ଭତ୍ତା ବଣ୍ଟନ: ଶତାଧିକ ହିତାଧିକାରୀଙ୍କ ଗହଳି

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନସାଧାରଣଙ୍କ ଗହଳି ଲାଗି କଟକଣା ଲାଗୁ କରାଯାଇଛି। ତେବେ ଦେବଗଡ଼ ପୌରାଞ୍ଚଳର ୪ନଂ.…

7 years ago

ଲକ୍‌ଡାଉନ୍‌ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ…

7 years ago

ବଲ ଅଟକାଇ ରନଆଉଟ୍‌ ହୋଇଥିଲେ ମହାନ ବ୍ୟାଟ୍ସମ୍ୟାନ

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ରନ୍‌ଆଉଟ୍‌ କେଉଁଭଳି ହୁଏ, ତାହା କ୍ରିକେଟ ପ୍ରଶଂସକଙ୍କୁ ଭଲ ସେ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ…

7 years ago

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ…

7 years ago

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଭାଇଜାନ୍‌

ଭୁବନେଶ୍ୱର,୨୫ା୩(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିସାରିଲାଣି। ଅହେତୁକ ଭାବେ ବଢ଼ୁଥିବା ଏହାର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶକୁ…

7 years ago

ରୋନାଲ୍ଡୋଙ୍କ ବଦାନ୍ୟତା

ଲିସବନ,୨୫।୩(ଏଏଫ୍‌ପି)- ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ତାଙ୍କ ଏଜେଣ୍ଟ ଜର୍ଜ ମେଣ୍ଡେସ ପର୍ତ୍ତୁଗୀଜ ମେଡିକାଲକୁ ୩ ଇନ୍‌ଟେନସିଭ କେୟାର ୟୁନିଟ୍‌ ପ୍ରଦାନ କରିବେ। ଏହା ଦେଶରେ…

7 years ago

ମହିଳାଙ୍କ କାନରୁ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ମହିଳାଙ୍କଠାରୁ ବୁଧବାର ଲୁଟ୍‌ ହୋଇଛି। ଦୁର୍ବୃତ୍ତ ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ତାଙ୍କ କାନରୁ ସୁନାଫୁଲ…

7 years ago

କରୋନା କଟକଣା: ନୀରବି ଯାଇଛି ଆରଡ଼ି ପୀଠ, ୩୫୦ ବର୍ଷ ମଧ୍ୟରେ ନ ଥିଲା ଏପରି ପ୍ରତିବନ୍ଧକ

ଆରଡ଼ି,୨୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ଗହଳି ଲାଗିଥାଏ। ହେଲେ କରୋନା ଭାଇରସ୍‌ ପାଇଁ ଶୁକ୍ରବାରଠାରୁ କଟକଣା ଜାରି…

7 years ago

ଲକ୍‌ଡାଉନ୍‌କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍‌ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍‌

ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍‌ଡାଉନ୍‌କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍‌ଡାଉନ୍‌ର…

7 years ago

କନ୍ଧମାଳ ଲକ୍‌ଡାଉନ୍‌: ବୃଦ୍ଧି ପାଉଛି ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି କନ୍ଧମାଳ ଜିଲାରେ ୧୪୪ ଧାରା ବଳବତ୍ତର ରହିବା ସହ ଲକ୍‌ଡାଉନ୍‌ କରାଯାଇଛି । ଏହି ସମୟରେ…

7 years ago