Home Left

ଗାଡ଼ି ଚାଳନା ଉପରେ ଲାଗିଲା କଟକଣା: ସଉଦା ପାଇଁ ଚାଲିକରି ଯିବାକୁ ହେବ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା ଭୂତାଣୁର ସମ୍ପ୍ରସାରଣ ରୋକିବା ପାଇଁ ରାଜ୍ୟ ସରକାର ଘରେ ନିଜକୁ ଆବନ୍ଧ ରଖିବା ଲାଗି ଲୋକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସମଗ୍ର…

7 years ago

କରୋନା ମୁକାବିଲା: ଆଜି ଓଡ଼ିଶାବାସୀଙ୍କୁ ସ୍ବତନ୍ତ୍ର ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯) ବିଶ୍ୱ ପାଇଁ ମହାମାରୀ ଭାବେ ଉଭା ହୋଇଛି। ୟୁରୋପୀୟ ଦେଶଗୁଡିକରେ କରୋନା ଭୂତାଣୁ ତାଣ୍ଡବ ରଚାଇଥିବାବେଳେ ଭାରତରେ ଏହା ଧୀରେ ଧୀରେ…

7 years ago

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି…

7 years ago

ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ…

7 years ago

କରୋନା ପାଇଁ ସମର୍ପିତ ହେଲା ଭାରତର ପ୍ରଥମ ହସ୍ପିଟାଲ

ମୁମ୍ବାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ଏଥିରୁ ବାଦ୍‌ ପଡିନାହିଁ। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହ ଅତିକ୍ରମ…

7 years ago

ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍‌ଡାଉନ୍‌କୁ ଲାଗି ଅନିର୍ଦ୍ଦିଷ୍ଟ…

7 years ago

କରୋନା କଟକଣା: ନୀତି କାନ୍ତିରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା …

7 years ago

କରୋନା ଭାଇରସ୍‌ ସଂକ୍ରମଣରୁ ବୃଦ୍ଧ, ଶିଶୁଙ୍କୁ କିଭଳି ରକ୍ଷା କରିବେ

ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ…

7 years ago

ବାଲେଶ୍ୱର ଲକ୍‌ଡାଉନ୍‌: ଅତ୍ୟାବଶ୍ୟକ ସାମଗ୍ରୀ ଲାଗି ଯାତାୟାତ କରିବାକୁ ଲୋକଙ୍କୁ ଅନୁମତି

ବାଲେଶ୍ୱର ଅଫିସ,୨୪।୩: କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ ନେଇ ସୋମବାର ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି…

7 years ago

କରୋନା ଭାଇରସ: ସ୍ଥଗିତ ରହିଲା ରାଜ୍ୟ ସଭା ନିର୍ବାଚନ

ନୂଆଦିଲ୍ଲୀ,୨୪।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ଆଗାମୀ ରାଜ୍ୟସଭା ନିର୍ବାଚନକୁ ସ୍ଥଗିତ କରି ଦିଆଯାଇଛି। ମଙ୍ଗଳବାର ନିର୍ବାଚନ କମିଶନ ଏହା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୬ରେ…

7 years ago