ବେଙ୍ଗାଲୁରୁ,୨୦।୧: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭…
ସ୍ମରଣଶକ୍ତି ସନ୍ତୁଳିତ ଥିତ୍ଲେ ଆମେ ସବୁ କଥା ମନେରଖିିତ୍ପାରୁ। ଏଥିତ୍ରେ ଅସନ୍ତୁଳନ ପରିଲକ୍ଷିତ ହେଲେ ଆମେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରଖର ରଖିିବା…
ଇସଲାମାବାଦ୍,୨୦।୧: ଜଣେ ପାକିସ୍ତାନୀ ଧୀବର ୨ ଟି ମାଛ ବିକି ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। କରାଚୀରେ ବାସ କରୁଥିବା ଏହି ଧୀବର ଜଣକ ଆରବ ସାଗରରେ…
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଅଧିକାଂଶ ବ୍ଲକ୍ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଖାଲି ପଡ଼ିଥିବା ବିଇଓ, ଏବିଇଓ, ବିଆର୍ସିସି ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷା…
ଗୋପ,୨୦।୧(ଡ଼ି.ଏନ୍.ଏ): ଆସ୍ତେ ଆସ୍ତେ ଗ୍ରାମାଞ୍ଚଳର ଲୋକମାନେ ଆଧୁନିକତାର ଛାପକୁ ଅଧିକ ପସନ୍ଦ କରୁଥିବାବେଳେ ଏହି ଆଧୁନିକତାରେ ହଜିଯାଉଛି ମୃଦଙ୍ଗ, ତବଲା ଓ ପଖଜର ବାଦନ। କିନ୍ତୁ ନିଜର…
ନୂଆଦିଲ୍ଲୀ,୨୦।୧: ରାଜଧାନୀ ଦିଲ୍ଲୀର ସିଭିଲ ଲାଇନରେ ଥିବା ପରିବହନ ବିଭାଗ କାର୍ଯ୍ୟାଳୟରେ ସୋମବାର ସକାଳେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏଥିରେ କାର୍ଯ୍ୟାଳୟର ପ୍ରାୟ ସମସ୍ତ ସାମଗ୍ରୀ…
ଜଳେଶ୍ବର,୨୦।୧(ଡି.ଏନ.ଏ): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ଏକ ପିକନିକ୍ ବସ୍କୁ ଧକ୍କା ଦେଇଛି ଗୋରୁ ବୋଝେଇ…
ସିଡ୍ନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପରିବେଶ ନଷ୍ଟ ହୋଇଯାଇଛି। ପୁଣିଥିରେ ନୂଆ ଜଙ୍ଗଲ ସୃଷ୍ଟି ହୋଇ ସ୍ଥିତି ସ୍ବାଭାବିକ ହେବାକୁ ୧୦୦ ବର୍ଷରୁ ଅଧିକ…
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟର ୧୧୪ଟି ପୌରସଂସ୍ଥା ମଧ୍ୟରୁ ୧୧୦ଟିକୁ କେନ୍ଦ୍ର ସରକାର ତୃତୀୟ ପକ୍ଷର ଆକଳନ ଆଧାରରେ ବାହ୍ୟ ମଳମୁକ୍ତ(ଓଡିଏଫ୍) ପୌରାଞ୍ଚଳ ଭାବେ ପ୍ରମାଣପତ୍ର ଦେଇଛନ୍ତି। ୨୦୧୯ରେ ହୋଇଥିବା…
କୋଚି,୨୦।୧: କେରଳର ଆଲାପୁଝାରେ ମୁସଲମାନ ସମ୍ପ୍ରଦାୟ ଲୋକେ ମସଜିଦ୍ ପରିସରରେ ଜଣେ ହିନ୍ଦୁ ଯୁବତୀଙ୍କ ବିବାହ କରିଛନ୍ତି। ଆଲାପୁଝାର ଚେରୁଭଲ୍ଲୀସ୍ଥିତ ଜୁମା ମସଜିଦ୍ରେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତିରେ…