ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ ଘଉଡାଇବା…
ଲକ୍ଷ୍ନୌ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଉତ୍ତରପ୍ରଦେଶ ସରକାରର ୨ ଜଣ ମନ୍ତ୍ରୀ ଯାଇଥିବାବେଳେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକେ ଓ କଂଗ୍ରେସ କର୍ମୀମାନେ ସେମାନଙ୍କୁ…
ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ…
ବ୍ରହ୍ମଗିରି, ୮ା୧୨(ଡି.ଏନ୍.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…
ଢେଙ୍କାନାଳ ଅଫିସ, ୮।୧୨ - ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ…
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍ଏସ୍ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ…
ବାରଙ୍ଗ,୮ା୧୨(ଡି.ଏନ୍.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି…
ପୁରୀ ଅଫିସ, ୮ା୧୨ ପୁରୀ ସମେତ କୋଣାର୍କ, ଚିଲିକା, ଚନ୍ଦ୍ରଭାଗା ଆଦି ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବର୍ଷତମାମ୍ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସଂଖ୍ୟା…
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପଟିଆସ୍ଥିତ ଓଡିଏମ୍ ପବ୍ଲିକ୍ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା…