କୋଲକାତା,୧୬।୯: ଦୀର୍ଘ ଦିନରୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିତରେ ମନୋମାଳିନ୍ୟ ରହିଛି। ଏପରିକି ମମତା ମୋଦିଙ୍କ କୌଣସି କାର୍ଯ୍ୟକୁ ସମର୍ଥନ…
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି କ୍ରମେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଏଣିକି ଗିରଫ କରାଯାଇଛି। ଓଡ଼ିଶାରେ ଏହି ନିୟମକୁ…
ଇସ୍ଲାମାବାଦ,୧୬।୯: ବିଶ୍ୱର ପ୍ରଭାବଶାଳୀ ମୁସଲମାନ ଦେଶ ପାକିସ୍ତାନକୁ ଭାରତ ବିରୋଧରେ ସ୍ବର ଉଠାଇବାକୁ ବାରଣ କରିଛନ୍ତି। ସେମାନେ କହିଛନ୍ତି ଭାରତ ବିରୋଧରେ କହିବା ଅପେକ୍ଷା ଭାରତ ସହ…
ଆଠଗଡ଼, ୧୬।୯(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ…
ଶ୍ରୀନଗର,୧୬।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପବ୍ଲିକ ସେଫ୍ଟି ଆକ୍ଟ(ପିଏସ୍ଏ) ଅନୁଯାୟୀ ସୋମବାର ଗିରଫ କରାଯାଇଛି। ଏଥିସହ ତାଙ୍କୁ ଯେଉଁ ସ୍ଥାନରେ ରଖାଯିବ ତାହାକୁ ଏକ…
ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁଣି ମ୍ୟାଚ୍ ଫିକ୍ସିଂ ସୁରାକ ପାଇଛି। ତାମିଲନାଡୁ ପ୍ରିମିୟର ଲିଗ୍ (ଟିଏନ୍ପିଏଲ)ରେ ମ୍ୟାଚ୍ ଫିକ୍ସିଂ ହୋଇଥିବାର କିଛି ଖେଳାଳି…
ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ଦେଶରେ…
ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ ଜଣେ…
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଉତ୍ତେଜନା ଦେଖାଦେଇଛି। ୧୦ ଦଫା ଦାବି ନେଇ ଛାତ୍ରୀଛାତ୍ର ତାତିଛନ୍ତି। ଏ ନେଇ ସେମାନେ କୁଳପତିଙ୍କୁ ତାଲା ପକାଇ…
ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା ପାଇଁ…