Home Left

ମା’ଙ୍କୁ ମୁଖାଗ୍ନି ଦେଇ ପୁଣି ଜେଲ ଗଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର ରବିବାର ପାଟଣାଗଡ଼ଠାରେ ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପୁଣି ଜେଲ…

6 years ago

ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪ ଜଣ…

6 years ago

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି।…

6 years ago

ଗଙ୍ଗା ସାଗରରେ ଲକ୍ଷାଧିକ ଶ୍ରଦ୍ଧାଳୁ: ୧୫ରେ ପୂର୍ଣ୍ଣସ୍ନାନ

ଭୋଗରାଇ,୧୨।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପରଗଣା ଜିଲା ସାଗରଦୀପର ଗଙ୍ଗାସାଗର ମେଳା ୧୦ ତାରିଖରୁ ଶୁଭାରମ୍ଭ ହୋଇଛି। ଏଥି ଲାଗି ଓଡ଼ିଶାରୁ ଅଦ୍ୟାବଧି ୨୦ ହଜାରରୁ ଅଧିକ…

6 years ago

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ କଂଗ୍ରେସ…

6 years ago

୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ

ଅକଲାଣ୍ଡ,୧୨।୧(ଏଏଫ୍‌ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ…

6 years ago

ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ

ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା…

6 years ago

୭ ବର୍ଷ ବାଳକଙ୍କ ପେଣ୍ଟିଂର ଦାମ୍‌ ୮ ଲକ୍ଷ

ବର୍ଲିନ: ଜର୍ମାନୀର ଜଣେ ୭ ବର୍ଷର ବାଳକ କରିଥିବା ପେଣ୍ଟିଂ ୮ ଲକ୍ଷରେ ବିକ୍ରି ହୋଇଛି। ଏହାକୁ କିଣିବା ପାଇଁ ସମଗ୍ର ବିଶ୍ୱରୁ ଲୋକେ ବର୍ଲିନ୍‌ରେ ପହଞ୍ଚିଥିଲେ।…

6 years ago

ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍‌ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର ସୂଚନା…

6 years ago

ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର,୧୨।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ତାଙ୍କ ଘରୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ…

6 years ago