ପୁଣେ,୧୦।୧- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ଉମେଶ ଯାଦବଙ୍କୁ ପରିହାସ କରିଛନ୍ତି ସାଥୀ ଖେଳାଳି ରବୀନ୍ଦ୍ର ଜାଡେଜା। ୩୨ ବର୍ଷୀୟ ପେସର ନିକଟରେ ଏକ ଭିଡିଓ ଇନ୍ଷ୍ଟାଗ୍ରାମରେ…
ଦେବରିଆ,୧୦।୧: ଉତ୍ତରପ୍ରଦେଶର ଦେବରିଆ ଜିଲାରେ ପୋଲିସର ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଚୋରି ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଥାନାରେ ନିସ୍ତୁକ ମାଡ଼ମାରିଥିବା ଅଭିଯୋଗ…
ନୂଆଦିଲ୍ଲୀ,୧୦।୧: ବିଦେଶ ଯାତ୍ରା ପାଇଁ ଆବଶ୍ୟକ ପାସପୋର୍ଟକୁ ନେଇ ବିଭିନ୍ନ ସମୟରେ ଏହାର ର଼୍ୟାଙ୍କ କରୁଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସ ନିକଟରେ ଏକ ତାଲିକା ପ୍ରକାଶ କରିଛି।…
ବ୍ରିସବେନ,୧୦।୧- ଚଳିତ ବିଗ୍ ବାସ ଲିଗ୍ର ୨୯ ମ୍ୟାଚ୍ରେ ବ୍ରିସବେନ ହିଟ୍ ୫ ଉଇକେଟରେ ହାବର୍ଟ ହରିକେନ୍ସକୁ ହରାଇ ଦେଇଛି। ମ୍ୟାଚ୍ରେ ୧ ଉଇକେଟ ନେବା ସହ…
ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍ କାଟ୍ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ…
କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର…
ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ‘ମୋ ସରକାର’ରେ ସାମିଲ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଚିକିତ୍ସା କ୍ଷେତ୍ରରେ ଅବହେଳା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ସରକାର। ହେଲେ ଅସହାୟ ଓ ଗରିବଙ୍କ…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଅନେକ ସମୟରେ ଟ୍ରାଫିକ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀ ମୋବାଇଲ୍ ଫୋନ୍ରେ ଗପୁଥିବା ନଜିର ରହିଛି। ଏଭଳି ଅବହେଳାକୁ ନେଇ ବାରମ୍ବାର ଅଭିଯୋଗ ମଧ୍ୟ ଉଠିଛି।…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ସାଲିଆସାହି ନିକଟ ସରକାରୀ ପଲିଟେକ୍ନିକ କଲେଜ ହଷ୍ଟେଲରେ ବୁଧବାର ଛାତ୍ରୀ ରୁପାଲି ରୁପ୍ରାଞ୍ଜିତା ଦାସ(୧୮) ଆତ୍ମହତ୍ୟା କରିଥିଲେ। ପୋଲିସ ଆତ୍ମହତ୍ୟାର ରହସ୍ୟ ଖୋଜୁଥିବାବେଳେ…