Home Left

ଡକାୟତି ଉଦ୍ୟମ, ୪ ଗିରଫ

ବଳଙ୍ଗା,୧୩ା୯(ଡି.ଏନ.ଏ)- ବଳଙ୍ଗା ଥାନା ଅନ୍ତର୍ଗତ ଭାଣପୁର ପଞ୍ଚାୟତ ଅଧୀନସ୍ଥ ଶାଳଜଙ୍ଗ ପ୍ରଧାନସାହି ମଶାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ୪ଜଣ ଯୁବକ ଡକାୟତି ଯୋଜନା କରୁଥିବାବେଳେ ପୋଲିସ…

6 years ago

‘ଭାରତର ପଦକ୍ଷେପ ଶାନ୍ତିଭଙ୍ଗ କରିବ’

ଇସ୍‌ଲାମାବାଦ,୧୩-୯(ପି.ଟି.): ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରି ନୂଆଦିଲ୍ଲୀ ଭାରତୀୟ ସମ୍ବିଧାନ ଓ ଶିମ୍‌ଲା ଚୁକ୍ତିକୁ ଉଲ୍ଲଂଘନ କରିଛି । କଶ୍ମୀରରେ ଭାରତର ପଦକ୍ଷେପ କ୍ଷେତ୍ରୀୟ ଶାନ୍ତି…

6 years ago

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ…

6 years ago

୩ ଜୈଶ୍‌ ଆତଙ୍କବାଦୀ ଗିରଫ

ଜମ୍ମୁ,୧୩-୯(ପି.ଟି.):ଏକ କାର୍ଡବୋର୍ଡ ବୋଝେଇ ଟ୍ରକ୍‌ରେ ବିପୁଳ ଅସ୍ତ୍ରଶସ୍ତ୍ର ନେଇ ଯାଉଥିବାବେଳେ ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଗୁରୁବାର ୩ ଜୈଶ୍‌ ଆତଙ୍କବାଦୀ ଧରାପଡ଼ିଛନ୍ତି। ସକାଳ ୮ଟାରେ ଜମ୍ମୁ-ପଠାକୋଟ ଜାତୀୟ…

6 years ago

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ…

6 years ago

ଆକସ୍ମିକ ଯୁଦ୍ଧର ସଙ୍କେତ ଦେଲା ପାକ୍‌

ଜେନେଭା,୧୩-୯ (ଆଇଏଏନ୍‌ଏସ୍‌):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଏବେ ‘ଆକସ୍ମିକ ଯୁଦ୍ଧ’ର ସଙ୍କେତ ଦେଇଛି। କଶ୍ମୀର ପ୍ରସଙ୍ଗରେ ଭାରତ ସହ ଯୁଦ୍ଧର ଆଶଙ୍କାକୁ ଏଡ଼ାଇ ଦିଆଯାଇ…

6 years ago

ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି…

6 years ago

ୟୁପି ମନ୍ତ୍ରୀଙ୍କ ‘ସୁପ୍ରିମକୋର୍ଟ ଆମର’ ମନ୍ତବ୍ୟକୁ ନିନ୍ଦା

ନୂଆଦିଲ୍ଲୀ,୧୩-୯: ‘ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ, କାରଣ ସୁପ୍ରିମକୋର୍ଟ ଆମର। ଏ ଦେଶ, ନ୍ୟାୟପାଳିକା ଓ ମନ୍ଦିର ସବୁ ଆମର।’ ୨୦୧୮ ସେପ୍ଟେମ୍ବରରେ ଉତ୍ତରପ୍ରଦେଶର ମନ୍ତ୍ରୀ ମୁକୁଟ…

6 years ago

ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି…

6 years ago

ଶିବସେନାକୁ ୧୦୬ ଆସନ ଯାଚିଲା ଭାଜପା

ମୁମ୍ବାଇ,୧୩-୯(ପି.ଟି.): ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ଶେଷ ଆଡ଼କୁ ହେବାକୁ ଥିବାବେଳେ ଏଥିପାଇଁ ଶାସକ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା…

6 years ago