Home Left

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ…

6 years ago

୧୧ବର୍ଷ ତଳେ ପଡିଆରେ ଚାପୁଡା ମାରି କନ୍ଦାଇଥିଲେ, ଏବେ ଜଣାଇଲେ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୧ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚ୍‌ରେ ପ୍ରତିପକ୍ଷ ବୋଲର ଏସ୍‌.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ…

6 years ago

ବାଇକ୍‌ ଚଲାଇବା ଯୋଗୁ ସିନେମାରେ କାମ ପାଇଥିଲି

ଯେତେ ବି ଅନୁଭୂତି ଥାଉ, ପ୍ରଥମ ଥର କ୍ୟାମେରା ସମ୍ମୁଖୀନ କରିବାର ଅନୁଭୂତି ଚିରସ୍ମରଣୀୟ।ମଡେଲିଂ କରୁଥିବା ଯୋଗୁ ମୋତେ ସିନେମାରେ ପ୍ରବେଶ କରିବା ସହଜ ହୋଇଥିଲା। ତେବେ…

6 years ago

ଶାଶୁ ବୋହୂ ଧାରାବାହିକ ଯୁଗରେ ସାହିତ୍ୟ ତିଷ୍ଠିବା ଅସମ୍ଭବ

ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ। ନିକଟରେ ସେ ନିଜ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ୪୦ତମ ଶାରଳା ପୁରସ୍କାର…

6 years ago

ଏମିତି ରେଳଷ୍ଟେଶନ, ଯାହାର ପରିଚାଳନା ଦାୟିତ୍ୱ ନିର୍ବାହ କରିଥାନ୍ତି ଛୋଟ ପିଲା

ଯେକୌଣସି ଦେଶରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଏଥିମଧ୍ୟରୁ ରେଳପଥ ଅନ୍ୟତମ। ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ନିହାତି ଜରୁରୀ। ବିଶେଷକରି ଏହାକୁ…

6 years ago

ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ…

6 years ago

୨୬ ସେକେଣ୍ଡର ଛୋଟ ଭିଡ଼ିଓ ପ୍ରିୟା ପ୍ରକାଶଙ୍କୁ କରିଥିଲା ସୋସିଆଲ୍‌ ମିଡ଼ିଆରେ ଭାଇରାଲ: ଗୁରୁବାର ୨୦ ବର୍ଷରେ ଥାପିଲେ ପାଦ

ମୁମ୍ବାଇ,୧୨।୯: ଏକ ୨୬ ସେକେଣ୍ଡର ଛୋଟ ଭିଡ଼ିଓ ପ୍ରିୟା ପ୍ରକାଶ ଓ୍ବାରିୟରଙ୍କୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କରିଥିଲା। ୨୦୧୮ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ପ୍ରିୟାପ୍ରକାଶଙ୍କ ଏକ ଭିଡ଼ିଓ ସୋସିଆଲ୍‌…

6 years ago

ଦିନେ ପ୍ରେମିକାଙ୍କୁ ମାଡ ମାରି ଏମିତି ଅବସ୍ଥା କରିଥିଲେ, ଏବେ ମିଳିଲା ‘ନାଇଟ୍‌ହୁଡ୍‌’ ଉପାଧି

କିମ୍ବଦନ୍ତୀ ଇଂଲଣ୍ଡ କ୍ରିକେଟ ଖେଳାଳି ଜେଫ୍ରି ବୟକଟ ଓ ଆଣ୍ଡ୍ରିଉ ଷ୍ଟ୍ରସଙ୍କୁ ସମ୍ମାନଜନକ ନାଇଟ୍‌ହୁଡ ଉପାଧିରେ ସମ୍ମାନିତ କରାଯାଇଛି। ତେବେ ଜେଫ୍ରି ବୟକଟଙ୍କୁ ‘ନାଇଟ୍‌ହୁଡ’ ସମ୍ମାନରେ ଦିଆଯିବାକୁ…

6 years ago

ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ…

6 years ago

ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ…

6 years ago