Home Left

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ…

7 years ago

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ନିଯୁକ୍ତି ହ୍ରାସ

ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ…

7 years ago

ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ…

7 years ago

୩୦% ପେନ୍‌ସନ ହ୍ରାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୧୦।୪: ଏମ୍‌ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ…

7 years ago

ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା…

7 years ago

ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ…

7 years ago

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି…

7 years ago

‘ସଂକ୍ରମିତଙ୍କ ପ୍ରକୃତ ସଂଖ୍ୟା ୪ ଗୁଣ ଅଧିକ’

ବେଙ୍ଗାଲୁରୁ,୧୦।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେତିକି ବୋଲି ଦର୍ଶାଯାଉଛି ସେମାନଙ୍କ ପ୍ରକୃତ ସଂଖ୍ୟା ତହିଁରୁ ଅନୂ୍ୟନ ୪ ଗୁଣ ଅଧିକ। ସ୍କୁଲ, କଲେଜଗୁଡ଼ିକ ଅଧିକ ବିପଜ୍ଜନକ…

7 years ago

ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ

ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା…

7 years ago

ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି…

7 years ago