କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ…
ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ…
ପୁରୀ ଅଫିସ, ୧୦।୯: ଶ୍ରୀମନ୍ଦିରରେ ସୋମବାର ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି। କଡ଼ ଲେଉଟାଇଛନ୍ତି ଶୟନ ଠାକୁର। ମଙ୍ଗଳବାର ମହାପ୍ରଭୁଙ୍କ ବାମନ ବେଶ ଏବଂ…
ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍…
ପୁରୀ ଅଫିସ,୧୦।୯: ଶ୍ରୀକ୍ଷେତ୍ରର ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡା ମଠ। ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନରେ ଲଙ୍ଗୁଳି ଓ…
ରାଞ୍ଚି,୧୦ା୯(ଆଇଏଏନ୍ଏସ୍): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା…
କରାଚୀ,୧୦ା୯(ପି.ଟି.)-କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ-ପାକ୍ ମଧ୍ୟରେ ବାକ୍ଯୁଦ୍ଧ ଲାଗିରହିଥିବାବେଳେ ଚନ୍ଦ୍ରୟାନ-୨ ମିଶନ ପାଇଁ ପାକିସ୍ତାନର ପ୍ରଥମ ମହିଳା ମହାକାଶଚାରୀ ନମିରା ସଲିମ୍ ଭାରତ ଓ ଇସ୍ରୋକୁ ଅଭିନନ୍ଦନ…
ଚେନ୍ନାଇ,୧୦ା୯(ଆଇଏଏନ୍ଏସ୍): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ ମିଡିଆରେ…
ମାନିଲା, ୧୦ା୯ (ପି.ଟି.): ଏନ୍ଡିଟିଭି ଇଣ୍ଡିଆର ବରିଷ୍ଠ କାର୍ଯ୍ୟ ନିର୍ବାହୀ ସମ୍ପାଦକ ରବୀଶ କୁମାରଙ୍କୁ ସୋମବାର ଫିଲିପାଇନ୍ସର ରାଜଧାନୀ ମାନିଲାରେ ୨୦୧୯ର ସମ୍ମାନଜନକ ରାମୋନ୍ ମାଗ୍ସେସେ ପୁରସ୍କାର…
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ…